ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ 

ଭାରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ 

ବାଲିଗୁଡା, ତା, ୧୯/୦୪ : (ମନିସ). କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମୁସୁକୁଲି ସ୍ଥିତ ଏକ ବୁଲାଣି ନିକଟରେ ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଦୁର୍ଘଟଣା ଘଟିଛି | ଘଟଣା ରୁ ପ୍ରକାଶ ଯେ, ବାଲିଗୁଡା ରୁ ଅଟୋ ଯୋଗେ ବାରଖମା କୁ ମାଛ ନେଇ ଯାଉଥିବା ସମୟରେ ରାଜ୍ୟ ରାଜପଥ ୪୧ନମ୍ବର ରାସ୍ତାର ମୁସୁକୁଲି ନିକଟରେ ଅଟୋ ଟି ଭାରସାମ୍ୟ ହରାଇ ଓଲଟି ଯାଇଥିଲା l ଦୁର୍ଘଟଣା ରେ ଅଟୋ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ମାଛ ଗୁଡିକ କ୍ଷତି ଘଟିଥିବା ଜଣାପଡିଛି l

ସଂଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ

masiha

ମୁଣ୍ଡ ପରାଶର ପରିବାର ତରଫରୁ ମହର୍ଷି ପରାଶର ଙ୍କ ଜନ୍ମୋତ୍ସୋବ ଓ ନୂଆ ଖାଇ ଭେଟ ଘାଟ ପାଳିତ

Sunil Chandra Nayak

ଜିଲ୍ଲା ସ୍ତରୀୟ ଆନ୍ତ ବିଦ୍ୟାଳୟ ନାଟକ, ପ୍ରବନ୍ଧ, ବକୃତା, ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!