ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର

ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର

ଭବାନୀପାଟଣା :କଳାହାଣ୍ଡି ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଥିବା ଜଣାପଡିଛି।

ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଫେରାର ଅଭିଯୁକୁ ସଦର ଥାନା ଠେମାରା ଗାଁର ଜଗନ୍ନାଥ ଶବର।

ଜଗନ୍ନାଥ ୩ଟି ଚୋରି ମାମଲାରେ ୨ ମାସ ତଳେ ସଦର ଥାନା ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ପୋଲିସ ତାଙ୍କୁ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେ ବିଚାରଧୀନ କଏଦୀ ଭାବେ ଜେଲରେ ଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଚୋରା କାଠ ବୋଝେଇ ପିକଅପ୍ ଜଵତ 

Sunil Chandra Nayak

ନବରଙ୍ଗପୁର ଜିଲ୍ଲା ପୋଲିସକୁ ମିଳିଛି ଆଉ ଏକ ସଫଳତା   

Sunil Chandra Nayak

୧୧ ଜଣ ବାଘ ଶିକାରୀ ଗିରଫ : ବାଘ ଛାଲ, ନଖ ଓ ମାଂସ ଜବତ

Leave a Comment

error: Content is protected !!