ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

କଳାହାଣ୍ଡି :ଭିଜିଲାନ୍ସ ଜାଲରେ ଆଟିଗାଁ ପଞ୍ଚାୟତ ଏଡିଇଓ

କଳାହାଣ୍ଡି :ଭିଜିଲାନ୍ସ ଜାଲରେ ଆଟିଗାଁ ପଞ୍ଚାୟତ ଏଡିଇଓ

ପ୍ରଧାନମନ୍ତ୍ରୀ ଆବାସ ପାଇଁ ୬ ହଜାର ଲାଞ୍ଚ ନେଉଥିଲେ ଏଡିଇଓ l କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ ଏଡିଇଓ ଦେବେନ୍ଦ୍ର ସାହୁ ୬ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତିl ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇ ଦେବା ପାଇଁ ଆଟିଗାଁର ଶ୍ରୀବତ୍ସ ଭୋଇଙ୍କୁ ୬ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଶ୍ରୀବତ୍ସ ଭୋଈ ଭିଜିଲାନସ୍ ର ଦ୍ୱାରସ୍ଥ ହୋଇଥିଲେ। ଆଜି ୬୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ଲକ ସମ୍ମୁଖରେ ଭିଜିଲାନ୍ସ ତାଙ୍କୁ ମାଡି ବସିଥିଲା l ବର୍ତ୍ତମାନ ବ୍ଲକ କାର୍ଯ୍ୟଳୟରେ ତଦନ୍ତ ଆରମ୍ଭ କରିଛନ୍ତି ଭିଜିଲାନ୍ସ ବିଭାଗ l

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

FURTHER UPDATES ON SEARCHES ASSOCIATED WITH SRI ASIT KUMAR PATTANAYAK, DY.RANGER, BISRA FOREST RANGE, ROURKELA FOREST DIVISION, DIST- SUNDARGARH FOLLOWING HIS TRAP

masiha

ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଜଳ ଛାୟା ପ୍ରକଳ୍ପ ଓ ମୃତ୍ତିକା ସଂରକ୍ଷଣ ବିଭାଗର ସହାୟକ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ଅନ୍ୟ ତିନି ଜଣ ଅଧିକାରୀଙ୍କୁ ଗିରଫ କରିଛି । କୋଟି କୋଟି ଟଙ୍କା ହଡ଼ପ 

masiha

ରାଇରଙ୍ଗପୁର କୋର୍ଟ! ବିବାହିତା ମହିଳାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ 

masiha

Leave a Comment

error: Content is protected !!