ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

 କର୍ଲାମୁଣ୍ଡା, ୦୫/୫ (ସୁଶାନ୍ତ ରଣା): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian Culture) ପାଳନ କରାଯିବ।

      ଏଥିରେ ବାଲୁକା କଳା ପ୍ରଦର୍ଶନ କରିବା ପାଇଁ ନିମନ୍ତ୍ରିତ ହୋଇଛନ୍ତି ଓଡ଼ିଶା ପୁଅ । ସେ ହେଲେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା ଗ୍ରାମର ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଡ଼. ଓମ୍‌ ପ୍ରକାଶ ସାହୁ । ଓମ୍‌ ପ୍ରକାଶ ବୌଦ୍ଧ ସଂସ୍କୃତି ଉପରେ ଆଧାରିତ ଏକ କଳାକୃତି ତିଆରି କରିବେ ବୋଲି ପ୍ରକାଶ କରିଛନ୍ତି ।

Related posts

ମଶା ଦାଉରେ ବୁଗୁଡ଼ାବାସୀ କଲବଲ , କାମରେ ଲାଗୁନି ଟିଫା ମେସିନ, ପ୍ରତିକାର ଦାବି 

Sunil Chandra Nayak

୨୫ତମ ମୁକ୍ତମଞ୍ଚ ନାଟକ ମହୋତ୍ସବ ସମ୍ପନ୍ନ  ଶ୍ରେଷ୍ଠ ପ୍ରାୟୋଜିତ ନାଟକ ତୋ କଥା ଭାରି ମନେ ପଡେ, ଶ୍ରେଷ୍ଠ ନିର୍ଦ୍ଦେଶକ ଗଙ୍ଗାଧର ରାଉତ, ଶ୍ରେଷ୍ଠ ଅଭିନେତା ଶୁଭେନ୍ଦୁ ସାମଲ ଓ ଶ୍ରେଷ୍ଠ ଅଭିନେତ୍ରୀ ମଧୁମିତା ମହାନନ୍ଦ ସମ୍ବର୍ଦ୍ଧିତ 

Sunil Chandra Nayak

କଳାହାଣ୍ଡି ଜିଲ୍ଲା ଉଜ୍ଜ୍ୱଳା ଦିଦି ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଙ୍କୁ ଦାବି ପତ୍ର ପ୍ରେରଣ

Leave a Comment

error: Content is protected !!