ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କଲମପୁର ଥାନା ପକ୍ଷରୁ ଜୁଭେଣ୍ଟିକା କାର୍ଯ୍ୟକ୍ରମ

କଲମପୁର ଥାନା ପକ୍ଷରୁ ଜୁଭେଣ୍ଟିକା କାର୍ଯ୍ୟକ୍ରମ

କଳାହାଣ୍ଡି ଜିଲ୍ଲା କଲମପୁର ଥାନା ପକ୍ଷରୁ ଜୁଭେଣ୍ଟିକା କାର୍ଯ୍ୟକ୍ରମ ଥାନା ପରିସରରେ ଅନୁଷ୍ଠିତ ହୋଇ ଯାଇଛି, ଏଥିରେ କଲମପୁର ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରୁ ଅଙ୍ଗନବାଡି କର୍ମୀ ଓ କିଶୋରୀ ବାଳିକା ମାନେ ଯୋଗ ଦେଇଥିଲେ, କିଶୋରୀ ବାଳିକା ମାନେ ଥାନା ପରିଦର୍ଶନ କରିବା ସହିତ ଓଡିଶା ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ ସହ ଭିଡିଓ କନଫରେନ୍ସ ମାଧ୍ୟମରେ ବାର୍ତ୍ତାଳାପ କରିଥିଲେ,ସାଇବର କେସ ବିଷୟରେ ସଚେତନତା ଭିଡିଓ ଦେଖିବା ସହିତ ଥାନା ପରିସରରେ ଥିବାର ମହିଳା ଓ ଶିଶୁ କକ୍ଷ ପରିଦର୍ଶନ କରିଥିଲେ, ଏଥିରେ କଲମପୁର ଥାନା ଅଧିକାରୀ ସୁନିଲୋ କଣ୍ଡାଗୋରି, ଏସଆଇ ଶିବ ଶଙ୍କର ମହାନ୍ତି, ଏଏସଆଇ ଅସିତ କୁମାର ପଣ୍ଡା ସମେତ ସମସ୍ତ ଥାନା କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ପରମାନନ୍ଦ ଠାକୁର ଙ୍କ ରିପୋର୍ଟ୍ 

Related posts

ଲଗାଣ ବର୍ଷାରେ ଭାଙ୍ଗିଲା ଗୁମାବାହାଲ ର ଠେଲକୋ ସାଗର

masiha

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , ପାନପୋଷ ଇକୋ କ୍ଲବ୍‌ ପକ୍ଷରୁ ପ୍ଲାଷ୍ଟିକ୍‌ ବ୍ୟବହାରକୁ ନେଇ ସଚେତତା କାର୍ଯ୍ୟକ୍ରମ 

masiha

ମା ତୋ ବିନା ଓ ଅଭୁଲା ସ୍ମୃତି କାର୍ଯ୍ୟକ୍ରମ ଆସନ୍ତା ୧୬ ରେ…….

Sunil Chandra Nayak

Leave a Comment

error: Content is protected !!