ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅପରେସନ ସିନ୍ଦୂର ର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ

ଅପରେସନ ସିନ୍ଦୂର ର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ

ଅପରେସନ ସିନ୍ଦୂର ର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ପକ୍ଷରୁ ୭ତାରିଖ ରୁ ୧୦ତାରିଖ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା। ଶେଷ ଦିନରେ ଜାତୀୟ ପତାକା ଉତ୍ତୋଳନ କରାଗଲା। ଏଥିରେ ମୂଖ୍ୟ ଅତିଥି ଭାବରେ ଇଂରାଜୀ ବିଭାଗର ମୁଖ୍ୟ ପ୍ରାଧ୍ୟାପକ ଶ୍ରୀଯୁକ୍ତ ଭାଗ୍ୟବାନ ମହାକୁର ଯୋଗଦେଇ ଗତବର୍ଷ ଏପ୍ରିଲ୍ ୨୨ ତାରିଖରେ ପହଲଗାମଠାରେ ଘଟିଥିବା ଆତଙ୍କବାଦୀ ଅମାନୁଷିକ ହତ୍ୟାକାଣ୍ଡ ଏବଂ ତାର ପରବର୍ତ୍ତୀ ସମୟରେ ଭାରତୀୟ ସେନା ପକ୍ଷରୁ ଆରମ୍ଭ ହୋଇଥିବା ଅପରେସନ୍ ସିନ୍ଦୂର ଉପରେ ଆଲୋକପାତ କରିଥିଲେ। କ୍ରୀଡ଼ା ଶିକ୍ଷକ ଲମ୍ବୋଦର ପୁରୋହିତ ଜାତୀୟ ସମରଶିକ୍ଷାର୍ଥୀ ବାହିନୀ ର ଅଧିକାରୀ ଲେଫ୍ଟନାଣ୍ଟ ସଦାନନ୍ଦ ମାହାର ଙ୍କ ସହିତ ୩୯ ଜଣ କ୍ୟାଡେଟ୍ ଏଥିରେ ଯୋଗ ଦେଇଥିଲେ ।

ଅରୁଣ କୁମାର ମାଣ୍ଡିଲି ଙ୍କ ରିପୋର୍ଟ୍ 

Related posts

ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଲେ ପୁରାତନ ଛାତ୍ରଛାତ୍ରୀ

masiha

ପାଟ୍ଟଖଣ୍ଡା ଏଜେନ୍ସି ରେ ସଟ ସର୍କିଟ ଯୋଗୁଁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ 

masiha

ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ପୁଲିସ ଓ ଆରଟିଓର ମିଳିତ ହେଲମେଟ ଯାଞ୍ଚ ଅଭିଯାନ, ଟ୍ରାଫିକ ନିୟମ ପାଳନ ଉପରେ ଗୁରୁତ୍ୱ

Leave a Comment

error: Content is protected !!