ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଏଥର ଆଗୁଆ ଆସିବ ମୌସୁମୀ, ମେ’ ୧୫ ସୁଦ୍ଧା ଆଣ୍ଡାମାନ ସାଗରରେ ମୌସୁମୀ ବାୟୁ ସକ୍ରିୟ ହେବାର ସମ୍ଭାବନା…ପାଣିପାଗ ବିଭାଗର ସୂଚନା

ଚଳିତ ବର୍ଷ ନିର୍ଦ୍ଧାରିତ ସମୟ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ମାସ ୧୫ ସୁଦ୍ଧା ଆଣ୍ଡାମାନ ସାଗରରେ ମୌସୁମୀ ବାୟୁ ସକ୍ରିୟ ହେବାର ସମ୍ଭାବନା ରହିଛି । ପରେ ଏହା ଆଣ୍ଡାମାନ ସାଗର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅଗ୍ରସର ହେବ । ପୂର୍ବରୁ ମଇ ୨୦ ବେଳକୁ ମୌସୁମୀ ବାୟୁ ସକ୍ରିୟ ହେଉଥିବାବେଳେ ଚଳିତ ବର୍ଷ ୫ ଦିନ ପୂର୍ବରୁ ଏହା ସକ୍ରିୟ ହେବ ବୋଲି ଆକଳନ କରାଯାଇଛି । ଅନୁରୂପ ଭାବେ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ଏନେଇ ଅନୁରୂପ ସୂଚନା ଦେଇଛି ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବେଣୁଧର ସୂତାର ଙ୍କ କବିତା ଅନାହୂତ ଅଭିଳାଷ 

Sunil Chandra Nayak

କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ବିଭିନ୍ନ ପଞ୍ଚାୟତ ଗସ୍ତ

କର୍ଲାମୁଣ୍ଡା ବ୍ଲକରେ ସ୍ୱଚ୍ଛଗ୍ରାମ ସବୁଜଗ୍ରାମ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!