ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବେଲଗୁଣ୍ଠାରେ ପେଟ୍ରୋଲ ଓ ଡିଜେଲ ଅଭାବ, ଗ୍ରାହକ ହନ୍ତସନ୍ତ

ବେଲଗୁଣ୍ଠାରେ ପେଟ୍ରୋଲ ଓ ଡିଜେଲ ଅଭାବ, ଗ୍ରାହକ ହନ୍ତସନ୍ତ

ବେଲଗୁଣ୍ଠା, ତା ୧୫/୦୫ ଆଜକୁ କିଛି ଦିନ ହେଲା ବେଲଗୁଣ୍ଠା ସହରରେ ଡିଜେଲ, ପେଟ୍ରୋଲ ର ଗୁରୁତର ଅଭାବ ସୃଷ୍ଟି ହୋଇଛି। ବେଲଗୁଣ୍ଠା ସହର ଓ ବ୍ଲକ ଅଞ୍ଚଳରେ ୩ ଗୋଟି ପେଟ୍ରୋଲ ଟାଙ୍କି ଥିବାବେଳେ ସେଥିରୁ ଦୁଇଟି ଟାଙ୍କି ପ୍ରାୟତଃ ଅଧିକାଂଶ ସମୟରେ ବନ୍ଦ ରହୁଥିବା ଦେଖିବାକୁ ମିଳୁଛି l ବହୁ ସମୟରେ ବେଲଗୁଣ୍ଠା ଟାଙ୍କିବନ୍ଦ ରହୁଛି l ତେଲଥିଲେ ବାଇକ ପାଇଁ ୨୦୦ ଓ କାର ପାଇଁ ୧୦୦୦ ଟଙ୍କାର ପେଟ୍ରୋଲ ଦେବାର ସୀମିତ ରଖାଯାଇଛି। ପେଟ୍ରୋଲ ପମ୍ପ ନିକଟରେ ଲମ୍ବା ଲାଇନ ଲାଗିଥିବା ବେଳେ ବରିଷ୍ଠ ବ୍ୟକ୍ତି ମାନେ ଲାଇନରେ ଜଗି ଅଣନିଶ୍ୱାସୀ ହୋଇପଡୁଛନ୍ତି। ସେହିପରି ଗାଙ୍ଗପୁର ପେଟ୍ରୋଲ ପମ୍ପ ଦୁଇଦିନ ହେଲା ବନ୍ଦ ଅଛି l ଗୋବରା ରେ ପମ୍ପ ରେ ପ୍ରବଳ ଭିଡ଼ ଲାଗିରହୁଛି l ଏଭଳି ଅବସ୍ଥା ସୃଷ୍ଟି ହେଲେ ଗମନାଗମନ ପ୍ରଭାବିତ ହେବାର ଦେଖାଦେବ ଓ ଜନସାଧାରଣ ନାହିଁ ନଥିବାର ଅବସ୍ଥାର ସମ୍ମୁଖୀନ୍ନ ହେବେ।

Related posts

ଅଶୋକ ତ୍ରିପାଠୀଙ୍କୁ ପୁନର୍ବାର ସାକ୍ଷାତ କଲା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ(ଏସ୍ଏନ୍ଏଲ୍ଇଏ)

Sunil Chandra Nayak

ଲଥାକେନ୍ଧ ଠାରେ ବିଶ୍ୱାସେ ଦଳ ସମାଜ ଦ୍ୱାରା ଶ୍ରୀ ଶ୍ରୀ ନୃସିଂହମହା ପ୍ରଭୂ ଙ୍କ କଳସ ଯାତ୍ରା 

masiha

ଏନସିସି ନିର୍ଦ୍ଦେଶାଳୟ ଡିଡିଜି କମାଣ୍ଡର ଜେ ସୁରେଶଙ୍କ ରାଉରକେଲା ନବମ ବାଟାଲିୟନ ଏନସିସି, ର ପରିଦର୍ଶନ

masiha

Leave a Comment

error: Content is protected !!