ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

୨୧ରୁ ମାଟ୍ରିକ ଖାତା ମୂଲ୍ୟାୟନ, ୫୮ଟି କେନ୍ଦ୍ରରେ ହେବ ଖାତା ଦେଖା

ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା। ଦଶମ ଶ୍ରେଣୀ ସହିତ SOS ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ ଟି ମୂଲ୍ୟାୟନ କେନ୍ଦ୍ର ରେ ହେବ ଖାତା ଦେଖା ଯିବ। ଏଥିପାଇଁ ଏଗଜାମିନର ମାନଙ୍କୁ ୨୦ ତାରିଖ ସକାଳ ୧୦ ସୁଦ୍ଧା ମୂଲ୍ୟାୟନ କେନ୍ଦ୍ର ରେ ଯୋଗ ଦେବାକୁ ବୋର୍ଡ଼ ପକ୍ଷରୁ କୁହାଯାଇଛି ।ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ଏଗଜାମିନରଙ୍କ ସହ ୯୦୦ ଜଣ ଡେପୁଟି ଏଗଜାମିନର , ୮୯୧୯ ଜଣ ସହକାରୀ ଏଗଜାମିନର, ୯୩୦ ସ୍କୁଟିନାଇଜରଙ୍କୁ ନିୟୋଜିତ କରିଛି ବୋର୍ଡ଼। ଖାତା ଦେଖା ପରେ ମାର୍କ ଅପଲୋଡ଼ କାର୍ଯ୍ୟ କୁ ଅନ ଲାଇନରେ କରାଯିବ। ତେବେ ୧୦ ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା କାର୍ଯ୍ୟ ଜାରି ରହିବ ବୋଲି ସୂଚନା ଦେଇଛନ୍ତି ବୋର୍ଡ଼ର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ସନ୍ତୋଷ କୁମାର ସାହୁ ଙ୍କ କବିତା ହେ କୃଷ୍ଣ 

Sunil Chandra Nayak

ଟେମରି ଗ୍ରାମ ପଞ୍ଚାୟତ ର ନାଏବ ସରପଞ୍ଚ ଦୁଃଖିରାମ ସା ଅପ୍ରତିଦ୍ବନ୍ଦୀ ଭାବେ ନିର୍ବାଚିତ 

Sunil Chandra Nayak

ପର୍ଲା ଠାରେ ଏସ ଟି , ଏସ୍ ସି , ଓ ବି ସି ବୁଦ୍ଧିଜୀବି ସମ୍ବିଳନି ଓ କର୍ମକର୍ତ୍ତା ଚୟନ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort