ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓଡ଼ିଶାର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ବିରେନ ମିତ୍ରଙ୍କ ଶ୍ରାଦ୍ଧ ଦିବସ ପାଳିତ 

ଓଡ଼ିଶାର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ବିରେନ ମିତ୍ରଙ୍କ ଶ୍ରାଦ୍ଧ ଦିବସ ପାଳିତ 

କଟକ : କଟକ ସଦର ୪୨ ମୌଜାର ସାମାଜିକ ସଙ୍ଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନର ପୂଜ୍ୟପୂଜା ଭବନରେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିରେନ ମିତ୍ରଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ନବ ନିଯୁକ୍ତ କନିଷ୍ଠ ଶିକ୍ଷକଙ୍କ କର୍ମକର୍ତ୍ତା ଚୟନ

masiha

ନାରାୟଣ ରାଉତ ଙ୍କ ସ୍ମୃତି ଚାରଣ ସଭା 

masiha

ରାୟଗଡାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ

masiha

Leave a Comment

error: Content is protected !!