ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେନ୍ତୁଳିଖୁଣ୍ଟି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ତେନ୍ତୁଳିଖୁଣ୍ଟି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

ନବରଙ୍ଗପୁର:(ତା ୦୮.୦୬.୨୦୨୬)(ରବିନାରାୟଣମହାନ୍ତି)ଆଜି ତେନ୍ତୁଳିଖୁଣ୍ଟି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼. ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ କାଶ୍ୟପ ପାର୍ଥ ଜଗଦୀଶ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଡ଼ ପ୍ରମୋଦ କୁମାର ପୃଷ୍ଟି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ ।ଶିବିରରେ ମୋଟ ୨୨ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଏବଂ ୪ଟି ଗ୍ରାମ୍ୟ ଓ ସାମୁହିକ ସମସ୍ୟା ଆବେଦନ ଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ବିଶିଷ୍ଟ ମହିଳା ସମାଜସେବୀ ଗାନ୍ଧୀ ବାଦୀ ତଥା ସର୍ବୋଦୟ ଜିଲ୍ଲା ସଭାପତି ଓ ସ୍ଵାଧୀନତା ସଂଗ୍ରାମୀ ରବି ମାଝୀ ଙ୍କ ପୁତ୍ରବଧୂ ଶ୍ରୀମତୀ ନୟନା ମାଝୀ ଙ୍କ ଦେହ ଅସୁସ୍ଥ:ଭେଟିଲେ କଂଗ୍ରେସ ଜିଲ୍ଲା ସଭାପତି ଓ ମହିଳା ସାମାଜ ସେବୀ 

masiha

ଧର୍ମଗଡ଼ ରେ ବିଶ୍ୱ ପରିବେଶ ଦିବସ ପାଳିତ

ବିଶ୍ୱ ଆଦିବାସୀ ଦିବସ ଉପଲକ୍ଷେ ଆଦିବାସୀ ଅଧିଷ୍ୟୁତ ଗ୍ରାମ ପଞ୍ଚାୟତ ଖଳିଆପାଲି ପଞ୍ଚାୟତରେ ‘ବିନ୍ଦୁମିନା ସେବା ଫାଉଣ୍ଡେସନ’ ପକ୍ଷରୁ ସହାୟତା: ୮୨୦ ଜଣଙ୍କୁ ଛତା ଓ ଚପଲ ବଣ୍ଟନ

Sunil Chandra Nayak

Leave a Comment

error: Content is protected !!