ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସହିଦ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳିତ 

ସହିଦ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳିତ 

କଟକ : କଟକ ସଦର ୪୨ ମୌଜା ପଟଣା ଗ୍ରାମର ଅଗ୍ରଣୀ ସାମାଜିକ ସଂଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନରେ ସ୍ୱାଧୀନତା ସଂଗ୍ରାମୀ ସହିଦ ବୀର ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ଶିକ୍ଷକ ମିହିର କୁମାର ନାୟକ ସହିଦଙ୍କ ଜୀବନୀ ଆଲୋଚନା କରିଥିଲେ । ପ୍ରତିଷ୍ଠାନର ସମ୍ପାଦକ ସଂଗ୍ରାହକ ନାରାୟଣ ଚନ୍ଦ୍ର ମହାନ୍ତି ଧନ୍ୟବାଦ ଦେଇଥିଲେ ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ପାଇପ ଲାଇନ ବିଛାଇବା ନାମରେ ରାସ୍ତା ଖୋଳି ଖାତିଗୁଡା ଗ୍ରାମ ର ସାହି ରାସ୍ତା ବିପର୍ଯ୍ୟସ୍ତ : ଦୁଇ ଦିନର ଲଗାଣ ବର୍ଷାରେ ସ୍ଥିତି ବେହାଲ 

masiha

ବିଭିନ୍ନ ସ୍ଥାନରେ ୭୮ତମ ସ୍ବାଧୀନତା ଦିବସ ପାଳିତ

masiha

ମତଦାନ କେନ୍ଦ୍ର ଦାବି ପୂରଣ ନ ହେବାରୁ ଭୋଟ ବର୍ଜ୍ଜନ ନିଷ୍ପତ୍ତି ନେଲେ ସିର୍ଲିଗୁଡା ଗ୍ରାମବାସୀ

masiha

Leave a Comment

error: Content is protected !!