ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

ଡାବୁଗାଁ ରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

ଡାବୁଗାଁ, ୧୨/୬ (ମ.ନି.ସ.) :- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ରଥଯାତ୍ରା ପାଳନନିମନ୍ତେ ପ୍ରସ୍ତୁତି ବୈଠକ ମନ୍ଦିର ପରିଚାଳନା କମିଟି ସଭାପତି ତଥା ଡାବୁଗାଁ ତହସିଲଦାର ଗୀତା ମୂର୍ମୁ ଙ୍କ ଅଧକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ୩ ଠାକୁର ଙ୍କୁ ପୂଜାର୍ଚ୍ଚନା କରାଯାଇଥିଲ। ଏଥିରେ ଚଳିତ ବର୍ଷ ରଥଯାତ୍ରା କିପରି ସୁରୁଖୁରୁରେ ଓ ଶାନ୍ତିଶୃଙ୍ଖଳା ସହ ପାଳନ କରାଯିବ ସେ ନେଇ ଆଲୋଚନା ହୋଇଥିଲା | ଏଥିରେ ମନ୍ଦିର କମିଟିର ସଦସ୍ୟମାନେ ଜି. ଭେଙ୍କେଟେଶ୍ଵର ରାଓ, ଜି. ସାଇ ରାଜୁ, ଏମ୍. ଆପ୍ପା ରାଓ, ଦେବରାଜ ପାତ୍ର, ଭଗବାନ ମହାନ୍ତି, ସୁରେନ୍ଦ୍ର କୁମାର ମିଶ୍ର, ବାବି ଜେନା, ପ୍ରକାଶ ଚନ୍ଦ୍ର ପଣ୍ଡା, ଲକ୍ଷ୍ମୀକାନ୍ତ ରଥ, ରାମାରାଓ ଚୌଧୁରୀ, ଭଗବାନ ଖୁଣ୍ଟିଆ, କୁନୁ ପାତ୍ର, ପୂଜକ ନବୀନ ପାଢି, ଲକ୍ଷ୍ମୀକାନ୍ତ ରଥ ପ୍ରମ୍ମୁଖ ଙ୍କ ଉପସ୍ଥିତି ରେ ଆଲୋଚନା ହୋଇଥିଲା ।

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ କିଶୋରୀ ସଶକ୍ତିକରଣ ଓ ବାଲ୍ୟ ବିବାହ ସମ୍ପୂର୍ଣ ଶେଷ କରିବା ପାଇଁ ଜିଲ୍ଲାସ୍ତରୀୟ କାର୍ଯ୍ୟ ଖସଡ଼ାର ଉନ୍ମୋଚନ

କଳାହାଣ୍ଡିରେ ସାର ବ୍ୟବସାୟୀଙ୍କ ଦୁର୍ଦ୍ଦଶା

ବାଣପୁର ସାନ ହନ୍ତୁଆଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରାଥମିକ ଉପଚାର ଜନ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!