ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା 

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା 

କଟକ : ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ୪୨ ମୌଜ଼ା କଟକ ସଦର ପକ୍ଷରୁ ଦୁଇ ଦିନ ଧରି ପୌରାଣିକ ରାମଲୀଳା ଅନୁଷ୍ଠିତ ହୋଇଯାଇଛି ।ପ୍ରଥମ ରାତ୍ରି ସତ୍ୟ ରକ୍ଷାକାରୀ ଗୋଲକ ବିହାରୀ ଓ ଦ୍ୱିତୀୟ ରାତ୍ରୀ ଦଶାନନର ଶେଷ ହସ ବା ଜୟଯାତ୍ରା ଶୀର୍ଷକ ପୌରାଣିକ ରାମଲୀଳା ସ୍ଥାନୀୟ କଳାକାରଙ୍କ ଦ୍ୱାରା ପରିବେଶିତ ହୋଇ ଖୁବ୍ ସୁନ୍ଦର ଭାବେ ଦର୍ଶକ ମାନଙ୍କୁ ବିମୋହିତ କରିଥିଲା । ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ତଥା ସମାଜସେବୀ ସନ୍ତୋଷ କୁମାର ପତି ଓ ଖ୍ୟାତି ସମ୍ପନ୍ନ ନାଟ୍ୟ ନିର୍ଦ୍ଦେଶକ ତଥା କବି ଅଶୋକ କୁମାର ପଟ୍ଟନାୟକ ଏହି ଦୁଇ ଦିନିଆ ରାମଲୀଳା କାର୍ଯ୍ୟକ୍ରମକୁ ନିର୍ଦ୍ଦେଶନା ଦେଇଥିଲେ ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଧର୍ମଗଡ:ଧାନ ମଣ୍ଡି ଶୀଘ୍ର ଚାଲୁ କରିବାକୁ କଂଗ୍ରେସ ଦଳ ପକ୍ଷରୁ ଦାବିପତ୍ର ପ୍ରଦାନ

masiha

ମା ଠାକୁରାଣୀ ଙ୍କ କଳସୀ ଯାତ୍ରା ଶୁଭାରମ୍ଭ 

masiha

ସ୍ବରାଗିଣୀ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ 

masiha

Leave a Comment

error: Content is protected !!