ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରାକୃତିକ ବିପର୍ଯ୍ୟୟର ପରିଚାଳନା ନିମନ୍ତେ ପ୍ରସ୍ତୁତି ବୈଠକ 

ପ୍ରାକୃତିକ ବିପର୍ଯ୍ୟୟର ପରିଚାଳନା ନିମନ୍ତେ ପ୍ରସ୍ତୁତି ବୈଠକ 

ନବରଙ୍ଗପୁର:(୧୮|୬)ନବରଙ୍ଗପୁର କରାଯାଇ ଏଇ ବୈଠକ ଜିଲ୍ଲା ଡାବୁଗାଁ ବ୍ଳକ ସମ୍ମିଳନୀ କକ୍ଷରେ ପ୍ରାକୃତିକ ବିପର୍ଯ୍ୟୟର ପରିଚାଳନା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ପଞ୍ଚାୟତ ସମିତି ଅଧ୍ଯକ୍ଷା ବୀଣା ମାଝୀଙ୍କ ଅଧ୍ୟକ୍ଷତାରେସରପଞ୍ଚ ଶୁକ୍ରୁ ଭତ୍ରl ଓ ଦୟାନିଧି ଭତ୍ରl, ଗୋଷ୍ଟୀ ଉନ୍ନୟନ ଅଧିକାରୀ ସମୀର କୁମାର ପାତ୍ର,ତହସିଲଦାର ଗୀତା ମୁର୍ମୁ, ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ପୁଷ୍ପାଞ୍ଜଳୀ ସାମଲ, ଥାନା ଅଧିକାରୀ ଲଚମି ପରଜା, ଅତିରିକ୍ତ ଗୋଷ୍ଟୀ ଶିକ୍ଷା ଅଧିକାରୀ ଭଗବାନ ମାଝୀ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ସହକାରୀ କୃଷି ଅଧିକାରୀ ଜ୍ୟୋତିର୍ମୟୀ ତାଡିଙ୍ଗୀ,ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ରୋହିତ କୁମାର କିଷାନ,ଅଗ୍ନିଶମ ବିଭାଗ ଭାରପ୍ରାପ୍ତ ଅଧିକାରୀ ଲକ୍ଷ୍ମୀଧର ଜାନି,ବନପାଳ ପ୍ରଫୁଲ୍ଲ ମାଝୀ, ଯୋଗାଣ ବିଭାଗ କର୍ମଚାରୀ ସାମୁଏଲ ସାଧୁ, ଏ ବି ଏଫ୍ ମୋନାଲ ପରିଡା, ବ୍ଳକ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ, ବିଦ୍ୟୁତ ବିଭାଗ ଉତ୍ତମ ଦାଶ, ଗୋଷ୍ଟୀ ସମ୍ବଳ ସଂଯୋଜକ ରଞ୍ଜନ କୁମାର ମହାଙ୍କୁଡ,pପଞ୍ଚାୟତ ନିର୍ବାହୀ ଅଧିକାରୀ ଏ ଡି ପ୍ରାସାଦ, ଦିବ୍ୟ ଶଙ୍କର ପୂଜାରୀ, କାମିନୀ ହରିଜନ, ରୂପାଲି ମଣ୍ଡଳ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପଦ୍ମନାଭ ଭାଲ୍ଲା ବେଶ ସୁନ୍ଦର ଭାବେ ମଞ୍ଚ ପରିଚାଳନା କରିଥିଲେ l ପ୍ରାକୃତିକ ବିପର୍ଯ୍ୟୟରେ ଯେପରି ଆମ ଡାବୁଗାଁ ବ୍ଳକରେ କୌଣସି ବ୍ୟକ୍ତି ଅସୁବିଧାର ସମ୍ମୁଖିନ ନ ହେବେ , ସେଥିନେଇ ବ୍ୟାପକ ଆଲୋଚନା କରାଯାଇ ଏଇ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା l ଏହି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମସ୍ତ ବିଭାଗ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା l

ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଳକରୁ ପ୍ରଜ୍ଞା ରଞ୍ଜନ ପରିଡା ଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଯୁଗ ଯାତ୍ରୀ ସାହିତ୍ୟ ସଂସଦ ର ପୂର୍ବତନ ସମ୍ପାଦକ ଜୟନ୍ତ ପ୍ରହରାଜ ଙ୍କ ବିୟୋଗରେ ଶୋକ ସଭା

Sunil Chandra Nayak

ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଉଳିକୁପାର ଆଦିବାସୀ ଛାତ୍ରୀ ମାନଙ୍କ କୃତିତ୍ୱ

ତେଲେଙ୍ଗାନା ଇଟା ଭାଟିରେ ବନ୍ଧା ପଡିଛନ୍ତି ୪୦ ଦାଦନ ଶ୍ରମିକ 

Sunil Chandra Nayak

Leave a Comment

error: Content is protected !!