ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସ୍ୱାମୀ ବିବେକାନନ୍ଦଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ 

ସ୍ୱାମୀ ବିବେକାନନ୍ଦଙ୍କ ଶ୍ରାଦ୍ଧ ଉତ୍ସବ ପାଳିତ 

କଟକ : ସ୍ୱାମୀ ବିବେକାନନ୍ଦ ଆଧୁନିକ ଭାରତର ଆଧ୍ୟାତ୍ମିକ ଜାଗରଣ ଜନକ ଯୁବ ଶକ୍ତିର ଚିରନ୍ତନ ପ୍ରତୀକ ଥିଲେ । ସେ ଆଜୀବନ ବ୍ରହ୍ମଚର୍ଯ୍ୟ ପାଳନ କରିଥିଲେ । ତାଙ୍କର ତିରୋଧାନ ଦିବସରେ କଟକ ସଦର ୪୨ ମୌଜାର ଅଗ୍ରଣୀ ସାମାଜିକ ସଙ୍ଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନର ସାରସ୍ଵତ ଭବନରେ ପ୍ରତିଷ୍ଠାନର ସଭାପତି ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ସାହିତ୍ୟିକା ସରୋଜ ନଳିନୀ ପରିଜା,ସାଧାରଣ ସମ୍ପାଦକ ପରିବେଶବିତ ବରିଷ୍ଟ ସମ୍ପାଦକ ନାରାୟଣ ଚନ୍ଦ୍ର ମହାନ୍ତି ଜୀ,ଆଦର୍ଶ ଶିକ୍ଷକ ମିହିର କୁମାର ନାୟକ ଓ ଛାତ୍ରଛାତ୍ରୀ ବର୍ଗ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ମୋନ୍ଥା ପାଇଁ ଚିନ୍ତା ରେ ଦୁର୍ଗମ ଅଞ୍ଚଳ ବାସୀ

Sunil Chandra Nayak

ସ୍ବତନ୍ତ୍ର ଦକ୍ଷତା ବିକାଶ କାର୍ଯ୍ୟକ୍ରମର ସମାରୋପ ସମାରୋହ  ସକରାତ୍ମକ ଭାବନା ନୂଆ ସମାଜ ଗଠନରେ ସହାୟକ: ଶ୍ରୀ ତନ୍ତୀ 

masiha

ଭୁବନେଶ୍ୱର ବରମୁଣ୍ଡା ବସ ଟର୍ମିନାଲକୁ ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ନାମିତ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ

masiha

Leave a Comment

error: Content is protected !!