ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପ୍ରଧାନ ଶିକ୍ଷକ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଜୁନାଗଡ୧୦/୭(ମନୀ ସ)କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଗୌଡ଼ସର୍ଗିଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଗୋପାଳ କୃଷ୍ଣ ଅଗସ୍ତି ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଗୋପାଳ କୃଷ୍ଣ ଅଗସ୍ତି ଜଣେ ଆଦର୍ଶ ଶିକ୍ଷକ ଭାବରେ ଅଞ୍ଚଳରେ ୩୪ ବର୍ଷ ଶିକ୍ଷକତା କରି ବେଶ ଜଣାଶୁଣା ଥିଲେ । ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଓ ଗ୍ରାମବାସୀଙ୍କ ଦ୍ବାରା ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ କରାଯାଇ ପ୍ରଧାନ ଶିକ୍ଷକ ଅଗସ୍ତି ଙ୍କ ଆଗାମୀ ଉଜ୍ଜଳ ଭବିଷ୍ୟତ ର କାମନା କରାଯାଇ ତାଙ୍କୁ ଭାବବିହ୍ୱଲ ବିଦାୟ ଦିଆଯାଇଥିଲା। କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ଏବଂ ଗ୍ରାମବାସୀ ଉପସ୍ଥିତ ଥିଲେ l

ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ଜନଜାତୀୟ ଗୌରବ ଦିବସ- ୨୦୨୫ ଉପଲକ୍ଷେ ପ୍ରସ୍ତୁତି ବୈଠକ 

Sunil Chandra Nayak

ଶ୍ରମ ବାହିନୀ ପକ୍ଷରୁ ଗୋଲାମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ 

masiha

ଅଡ୍ରି ଗ୍ରାମରେ ବନ ମହୋତ୍ସବ” ପାଳିତ

Leave a Comment

error: Content is protected !!