ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧରାକୋଟ ପଞ୍ଚାୟତ ରେ ଜନ ଶୁଣାଣି କାର୍ଯ୍ୟକ୍ରମ

ଧରାକୋଟ ପଞ୍ଚାୟତ ରେ ଜନ ଶୁଣାଣି କାର୍ଯ୍ୟକ୍ରମ 

ଆସିକା, ୧୩/୭/୨୬ (ଶିବ ଶଙ୍କର ମିଶ୍ର ) ଧରାକୋଟ ପଞ୍ଚାୟତ ରେ ଆଜି ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ଲମ୍ବୋଦର ମାରାଣ୍ଡି, ଅତିରିକ୍ତ ତହସିଲଦାର ଗଣେଶ ଦଳାଇ,ଏ ବି ଡି ଓ ଭବାନୀ ଶଙ୍କର ପ୍ରଧାନ, ସି ଡି ପି ଓ ସୁନୀଲ ପ୍ରଭା ରଥ,ସରପଞ୍ଚ ପୁନିଆ ଦାସ ,ବ୍ଲକ କୃଷି ଅଧିକାରୀ ବିଶ୍ୱନାଥ ବେହେରା,ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ସହକାରୀ ଯନ୍ତ୍ରୀ ଚିନ୍ମୟୀ ରାଉତ,ଏ ବି ଇ ଓ ସୌରି ଶଙ୍କର ବେହେରା, ସି ଆର ସି ସି ଜଗନ୍ନାଥ ପଢ଼ି ଆରି,ଯୋଗାଣ ନିରୀକ୍ଷକ ବାଳକୃଷ୍ଣ ନାୟକ, ମିଶନ ଶକ୍ତି ବି ପି ସି ସୁଶାନ୍ତ ନାୟକ, ବି ଏସ ଓ ସଚିନ ପାତ୍ର, ବାବୁ ବେହେରା,ବି ପି ସି କୃଷ୍ଣକାନ୍ତ ପଣ୍ଡା,ଏନ୍ ଆର୍ ଇ ଜି ଏ ଵିଭାଗ ର ଅମେସ ବେହେରା,ଦୀପକ ପଟ୍ଟନାୟକ, ପି ଇ ଓ ଅଶୋକ ସେଠୀ, ଏ ଡି ଇ ଓ ଦୁର୍ଗା ପ୍ରସାଦ ପଟ୍ଟନାୟକ, ଯୋଗାଣ ସହାୟକ ଗୋପାଳ ହରି ଗୌଡ଼ ଙ୍କ ସମେତ ସମସ୍ତ ଲାଇନ ବିଭାଗ ଅଧିକାରୀ ଉପସ୍ଥିତ ରହିଥିଲେ। ଆଜିର ଜନ ଶୁଣାଣି କାର୍ଯ୍ୟକ୍ରମ ରେ ମୋଟ 16 ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ପୂର୍ବତନ ସରପଞ୍ଚ ଦିଲିପ ସ୍ୱାଇଁ ଙ୍କ ସମେତ ସମସ୍ତ ୱାର୍ଡ ସଭ୍ୟ ଉପସ୍ଥିତ ରହିଥିଲେ।

Related posts

ବାର୍ଷିକ ଉତ୍ସବ ଅନୁଷ୍ଠିତ

masiha

ଜନ ଶିକ୍ଷଣ ସଂସ୍ଥାନ, ଢେଙ୍କାନାଳ ପକ୍ଷରୁ ଅନ୍ତଃରାଷ୍ଟ୍ରୀୟ ମାତୃଭାଷା ଦିବସ ପାଳିତ

Sunil Chandra Nayak

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ ମୋଟ ୨୬୧ଗୋଟି ଅଭିଯୋଗର ହେଲା ଶୁଣାଣି 

Sunil Chandra Nayak

Leave a Comment

error: Content is protected !!