ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଇନ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରାଥମିକ ପ୍ରସ୍ତୁତି ବୈଠକ ଆସନ୍ତା ୨ ରେ……

ଆଇନ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରାଥମିକ ପ୍ରସ୍ତୁତି ବୈଠକ ଆସନ୍ତା ୨ ରେ……

ରାଉରକେଲା: ରାଉରକେଲା ଆଇନ ମହାବିଦ୍ୟାଳୟ ଏହାର ସୁବର୍ଣ୍ଣ ଜୟନ୍ତୀ ଚଳିତ ବର୍ଷ ନଭେମ୍ବର ମାସ ୨୧ ଓ ୨୨ ତାରିଖରେ ପାଳନ କରିବାକୁ ଯାଉଛି। ଏଥିପାଇଁ ଏକ ପ୍ରାଥମିକ ପ୍ରସ୍ତୁତି ବୈଠକ ଆସନ୍ତା ଅଗଷ୍ଟ ୨ ତାରିଖ ରବିବାର ଦିନ ପୂର୍ବାହ୍ନ ସାଢେ଼ ୯ ଟାରେ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ ସୂଚନା ଦିଆଯାଇଛି। ଏହି ବୈଠକରେ ମହାବିଦ୍ୟାଳୟ ପରିଚାଳନା ସମିତି, ପ୍ରାକ୍ତନ ପରିଚାଳନା କମିଟି,ଆଲୁମନି ଆସୋସିଏସନ ଓ ପ୍ରାକ୍ତନ ଛାତ୍ର ଛାତ୍ରୀ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିବା ନିମିତ୍ତ ସୁଚିନ୍ତିତ ମତାମତ ରଖିବା ପାଇଁ ମହାବିଦ୍ୟାଳୟ ପରିଚାଳନା ସମିତି ପକ୍ଷରୁ ଆବାହକ ଆଇନଜୀବୀ ଗିରିଶ ଚନ୍ଦ୍ର ମହାପାତ୍ର ଓ ଆୟୋଜକ ସମ୍ପାଦକ ଲାୟନ ଇଂ ହରଦୀପ ସିଂହ ତରଫରୁ ନିବେଦନ କରାଯାଇଛି ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ମୁନିଗୁଡାରେ ରାୟଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ 

Sunil Chandra Nayak

ଏସ୍.ଟି.ଡି.ଏ.ଭି. ଉଚ୍ଚ ବିଦ୍ୟାଳୟର ୫୩ ତମ ବାର୍ଷିକ ଉତ୍ସବ 

masiha

ସର୍ଵ ମଙ୍ଗଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପାନୀୟ ଜଳ ସେବା ଶିବିର ଉଦଘାଟିତ

masiha

Leave a Comment

error: Content is protected !!