ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡ଼ ନାରାୟଣ ମହାପାତ୍ର ଙ୍କୁ ୟୁକେ ବୁକ ଅଫ ୱାର୍ଲଡ ରେକର୍ଡ ପକ୍ଷରୁ ଡକ୍ଟରେଟ ଉପାଧିରେ ସମ୍ଭର୍ଦ୍ଧିତ 

ଡ଼ ନାରାୟଣ ମହାପାତ୍ର ଙ୍କୁ ୟୁକେ ବୁକ ଅଫ ୱାର୍ଲଡ ରେକର୍ଡ ପକ୍ଷରୁ ଡକ୍ଟରେଟ ଉପାଧିରେ ସମ୍ଭର୍ଦ୍ଧିତ 

ଡ଼ ନାରାୟଣ ମହାପାତ୍ର ଙ୍କୁ ୟୁକେ ବୁକ ଅଫ ୱାର୍ଲଡ ରେକର୍ଡ ପକ୍ଷରୁ ମାନବ ମଙ୍ଗଳ କାର୍ଯ୍ୟ ପାଇଁ ସମ୍ମାନ ସୁଚକ ଡକ୍ଟରେଟ ଉପାଧିରେ ସମ୍ଭର୍ଦ୍ଧିତ କରା ଯାଇଛି,ମାନବ ଅଧିକାର ଅନୁଷ୍ଠାନ ୟୁ କେ ବୁକ ଅଫ ୱାର୍ଲଡ ରେକର୍ଡ ପକ୍ଷରୁ ମାନବ ମଙ୍ଗଳ କାର୍ଯ୍ୟ ଓ ନିରନ୍ତର ସେବା ପାଇଁ ଡ଼ ନାରାୟଣ ମହାପ୍ରଭୁ ଙ୍କୁ ସଂମ୍ମାନ ସୁଚକ ଡକ୍ଟରେଟ ଉପାଧି ରେ ସମ୍ଭର୍ଦ୍ଧିତ କରିଛନ୍ତି, ଏହି ସଂମ୍ମାନ ନିମନ୍ତେ ଆମକୁ ଉପଯୁକ୍ତ ଭାବି ଥିବାରୁ ଡ଼ ମହାପାତ୍ର ଅନୁଷ୍ଠାନ ର ପ୍ରତିଷ୍ଠାତା ଓ ଅନ୍ୟାନ୍ୟ ସଦସ୍ୟ ମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।

Related posts

ଧର୍ମଗଡ ର ନୂତନ ଉପ ଜିଲ୍ଲାପାଳ ଭାବେ ଯୋଗ ଦେଲେ ଆଇଏସ ପ୍ରେକ୍ଷା ଅଗ୍ରୱାଲ

Sunil Chandra Nayak

ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ 

masiha

ବନ୍ଧୁଗାଁ ବ୍ଲକର ସିମାନ୍ତ ବର୍ତ୍ତି ୫ଟି ଗ୍ରାମକୁ ରାସ୍ତା ନାହିଁ , କାନ୍ଧ ରେ ବୋହି ନେବାକୁ ପଡୁଛି ଦୁଇ ଚକିଆ ଯାନ

Sunil Chandra Nayak

Leave a Comment

error: Content is protected !!