ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଞ୍ଚାୟତ ସ୍ତରୀୟ ସ୍ୱାଧୀନତା ଦିବସ 

ପଞ୍ଚାୟତ ସ୍ତରୀୟ ସ୍ୱାଧୀନତା ଦିବସ 

      ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗ୍ରାମ ପଞ୍ଚାୟତ ରେ ମହା ଆଡମ୍ବର ରେ 80 ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି l କମର୍ଦ୍ଧା ସରପଞ୍ଚ ସୁଶୀଳା ନାଏକ ପତାକା ଉତ୍ତୋଳନ କରିଥିବା ବେଳେ ପୂର୍ବତନ ସରପଞ୍ଚ ତଥା ସମିତି ସଭ୍ୟ ଶ୍ରୀଯୁକ୍ତ ହରିଶ୍ଚନ୍ଦ୍ର ବୁଦ୍ଧିଆ, ନାଏବ ସରପଞ୍ଚ ଶ୍ରୀଯୁକ୍ତ ପିତାମ୍ବର ପୁଟେଲ, ଯୁବସମାଜସେବୀ ବିରାଜ ପନ୍ଦର, ଏମ. ବି. କେ. ଭାରତୀ ବୁଦ୍ଧିଆ, ଏମ. ଏମ. ବି. ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ହିମାଂଶୁ ମହାପାତ୍ର, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କମର୍ଦ୍ଧା ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭବାନୀ ଶଙ୍କର ବାରିକ ନିମନ୍ତ୍ରିତ ଅତିଥିଭାବେ ଯୋଗ ଦେଇଥିଲେ ଯୋଗ ଦେଇଥିଲେ l କାର୍ଯ୍ୟକ୍ରମ ରେ ପଞ୍ଚାୟତ ର ଅନେକ ବିଦ୍ୟାଳୟ ରୁ ଛାତ୍ର ଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ଟିକେ ସାଫଲ୍ୟ ମଣ୍ଡିତ କରିଥିଲେ l କାର୍ଯ୍ୟକ୍ରମ ଟିକେ ପଞ୍ଚଯାତ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ମହାଦେବ ସୁନାନୀ ପରିଚାଳନା କରିଥିଲେ।

ଦୀପକ୍ ଠାକୁର୍ ଙ୍କ ରିପୋର୍ଟ୍ 

Related posts

ମାନବିକତାର ମୂର୍ତ୍ତିମନ୍ତ ପ୍ରତୀକ ବାବା ସାହେବ ଆମ୍ବେଦକର  ମହାସମାରୋହରେ ପାଳିତ ହେଲା ୧୩୪ତମ ଜନ୍ମଜୟନ୍ତୀ

masiha

ଆର କେ ଜୁନିୟର କଲେଜରେ ମତଦାତା କର୍ମଶାଳା

masiha

ମାଆ ଏକ ମନ୍ଦିରର ଅଡିସନ

Sunil Chandra Nayak

Leave a Comment

error: Content is protected !!