ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର

 ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଭିଡ଼ିଓ କନଫେରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନେ କ୍ୟାବିନେଟ ବୈଠକରେ ଯୋଗଦେଇ ବିଭିନ୍ନ ବିଭାଗ ପକ୍ଷରୁ ଆସିଥିବା ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ ।କ୍ୟାବିନେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି । ଟାଟା ପାୱାର ବାରଙ୍ଗ ତହସିଲରେ ଥର୍ମାଲ ପାୱାର ପ୍ଲାଂଟ ପାଇଁ ଇଡ଼କୋ ଠାରୁ ଜମି ନେଇଥିଲା । ତେବେ ଟାଟା ପାୱାର ପ୍ରକଳ୍ପ କରିନଥିବାରୁ ତାହାଠାରୁ ଇଡ଼କୋ ୮୭୧.୪୨୭ ଏକର ଜମି ଫେରାଇ ନେବା ସଂକ୍ରାନ୍ତ ପ୍ରସ୍ତାବ ଉପରେ କ୍ୟାବିନେଟ ମଂଜୁରୀ ପ୍ରଦାନ କରିଛନ୍ତି । ସେହିପରି ଅନୁଗୁଳରେ ମେଗା ଆଲୁମିନିୟମ ପାର୍କ ପାଇଁ ଇଡ଼କୋକୁ ସରକାର ଆର୍ଥିକ ସହାୟତା ପ୍ରଦାନ କରିବେ । ରାଜ୍ୟର ୨୪ଟି ବେସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ସରକାରୀ ଅନୁଦାନ ପ୍ରଦାନ ନିମନ୍ତେ ଆସିଥିବା ପ୍ରସ୍ତାବ ଉପରେ ବି କ୍ୟାବିନେଟର ମୋହର ଲାଗିଛି ।

ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନାରେ ଚେକଡ୍ୟାମ ନିର୍ମାଣ ପାଇଁ କ୍ୟାବିନେଟରେ ନିଷ୍ପତି ନିଆଯାଇଛି । ଏହାଛଡ଼ା ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଅନ୍ତର୍ଗତ ଅତିରିକ୍ତ ଆୟକଟ ପାଇଁ ଫାଇନାନ୍ସିଆଲ ବିଡ଼କୁ କ୍ୟାବିନେଟର ମୋହର ଲଗାଇଛନ୍ତି । ସେହିପରି ଇ-ପ୍ରଶାସନ ଓ ଆଇଟି ଭିତିଭୂମି ନିମନ୍ତେ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗକୁ ରେଫେରାଲ ବିଭାଗ ଭାବେ ଗ୍ରହଣ କରିବାକୁ କ୍ୟାବିନେଟରେ ନିଷ୍ପତି ନିଆଯାଇଛି । ଏହାଛଡ଼ା ଅନେକ ଗୁଡ଼ିଏ ପାଇପ ପାଣି ପ୍ରକଳ୍ପକୁ ମଧ୍ୟ କ୍ୟାବିନେଟ ମଂଜୁରୀ ପ୍ରଦାନ କରିଛନ୍ତି । ସେହିପରି ପୁରୀରେ ମଠଗୁଡ଼ିକର ଥଇଥାନ ପାଇଁ ଜମିର ଷ୍ଟାମ୍ପ ଡ୍ୟୁଟି ଓ ରେଜିଷ୍ଟ୍ରେସନ ଫି ଛାଡ଼ ପାଇଁ ମଧ୍ୟ କ୍ୟାବିନେଟ ନିଷ୍ପତି ନେଇଛନ୍ତି । ସମ୍ବଲପୁରରେ ହେବାକୁ ଥିବା ଦ୍ୱିତୀୟ ସୈନିକ ସ୍କୁଲ ପାଇଁ ସରକାର ୧୦୦ ଏକର ଜମି ଯୋଗାଇବା ସହ ଗ୍ରାଉଣ୍ଡ ରେଟ ବାବଦରେ ବାର୍ଷିକ ଏକର ପିଛା ମାତ୍ର ୧ ଟଙ୍କା ଲେଖାଏଁ ନେବେ । ଏସଂକ୍ରାନ୍ତୀୟ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଟଙ୍କା ଠକି ନେଇ ଥିବା ଘଟଣା କୁ ଅଭିଯୋଗ କାରୀଙ୍କ ଖଣ୍ଡନ

Sunil Chandra Nayak

ନବ ନିର୍ମିତ ଶିବ ମନ୍ଦିର ଉଦଘାଟିତ

ସୁରେଶ ଚନ୍ଦ୍ର ପାଢୀ ଙ୍କ କବିତା ରଥ ପଥ ଜଗନ୍ନାଥ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort