ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜାତୀୟ କୃମନାଶକ ଦିବସ ନିମନ୍ତେ କୃମି ନାଶକ ବଟିକା ସେବନ କାର୍ଯ୍ୟକ୍ରମ 

ଜାତୀୟ କୃମନାଶକ ଦିବସ ନିମନ୍ତେ କୃମି ନାଶକ ବଟିକା ସେବନ କାର୍ଯ୍ୟକ୍ରମ 

ନବରଙ୍ଗପୁର:(୧୭|୮)(ରବି ନାରାୟଣ ମହାନ୍ତିଙ)ନଵରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଳକ ସଦରମହକୁମାରେ ଥିବା ଭୈରବ ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ଆଜି ଜାତୀୟ କୃମନାଶକ ଦିବସ ନିମନ୍ତେ କୃମି ନାଶକ ବଟିକା ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକଙ୍କ ନିର୍ଦ୍ଦେଶ କ୍ରମେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ ରଞ୍ଜିତା ମହାନ୍ତିଙ୍କ ଦ୍ଵାରା ଛାତ୍ରଛାତ୍ରୀ ମାନଙ୍କୁ କୃମି ବଟିକା ଖୁଆ ଯାଇଥିଲା l ଇଂରାଜୀ ଅଧ୍ୟାପିକା ପ୍ରତିକ୍ଷା ପ୍ରିୟ ଦର୍ଶନୀ ସ୍ଵାଇଁ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଛାତ୍ରଛାତ୍ରୀ ମାନଙ୍କୁ କୃମି ବଟିକା ଖୁଆଇବାରେ ସହଯୋଗ କରିଥିଲେ l

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍

Related posts

ରାଧାକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ସଙ୍ଗଠନ ଗଠନ

Sunil Chandra Nayak

ଗ୍ରୀଷ୍ମ ପ୍ରବାହ ଯୋଗୁଁ ଆମ୍ବତୋଟା ରେ ଜମୁଛି ପିଲାଙ୍କ ଭିଡ଼

Sunil Chandra Nayak

ରାଜ୍ୟ ଖାଦ୍ୟ ଆୟୋଗର ସଦସ୍ୟ ହେଲେ ଅକ୍ଷୟ

masiha

Leave a Comment

error: Content is protected !!