ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ

ଧର୍ମଗଡ :-କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଗଡିଆ ଜୋର କନ୍ଦାଖାଲ ନିକଟ ବିଜୁ ଏକ୍ସପ୍ରେସ ରାସ୍ତାରେ ଅଜଣା ଗାଡି ଧକ୍କା ଦେଇ ଚାଲି ଯାଇଥିବାରୁ ବାଇକ ଆରୋହୀ ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଛି।ମୃତକ ଜଣକ ହେଉଛନ୍ତି ବଡ ଘୁମେର ଗ୍ରାମର ହେମ ପ୍ରସାଦ ପଟେଲ ଓରଫ ମୁନା ପଟେଲ (୩୦)ବର୍ଷ ବୋଲି ଜଣାପଡିଛି।ସେ କୌଣସି କାମରେ ଧର୍ମଗଡ ଯାଇ ନିଜ ଘରକୁ ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିବା ଜଣାପଡିଛି ବୋଲି ଜଣାଯାଇଛି।ହେଲେ ଦୁର୍ଘଟଣା ଘଟାଇ ଚାଲିଯାଇଥିବା ଗାଡି ର କୌଣସି ସୂଚନା ମିଳିନାହିଁ। ଧର୍ମଗଡ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ରାଉରକେଲା ଓକିଲ ସଂଘର ନବ ନିର୍ବାଚିତ କର୍ମକର୍ତ୍ତା ଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ

Sunil Chandra Nayak

ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

ମୋ ସ୍କୁଲ ଅଭିଯାନରେ ବ୍ୟାପକ ଦୁର୍ନୀତି ନେଇ ତଦନ୍ତ ଆରମ୍ଭ

masiha

Leave a Comment

error: Content is protected !!