ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖଣ୍ଡାୟତ କ୍ଷତ୍ରିୟ ମହାସଭାର ସାଧାରଣ ପରିଷଦ ବୈଠକ ଆସନ୍ତା ୧୧ ରେ ….

ଖଣ୍ଡାୟତ କ୍ଷତ୍ରିୟ ମହାସଭାର ସାଧାରଣ ପରିଷଦ ବୈଠକ ଆସନ୍ତା ୧୧ ରେ ….

ରାଉରକେଲା: ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ଇସ୍ପାତ ନଗର କମିଟିର ଆସନ୍ତା ୧୧ ଅକ୍ଟୋବର ଦିନ ୧୦ଟା ସମୟରେ ଏକ ସାଧାରଣ ପରିଷଦ ବୈଠକ ସେକ୍ଟର ୩ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଥିବା ଖଡ୍ଗ ଭବନ ଠାରେ ଅନୁଷ୍ଠିତ ହେବ। ଏହି ବୈଠକରେ ଆଗାମୀ ଦଶହରା, ଖଡ୍ଗ ପୂଜା, ଶୋଭାଯାତ୍ରା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରି ନିଷ୍ପତ୍ତି ଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ରାଉରକେଲାର ଖଣ୍ଡାୟତ କ୍ଷତ୍ରିୟ ଭାଇ ଭଉଣୀମାନଙ୍କୁ ଅନୁରୋଧ କରାଯାଉଛି ଯେ ସେମାନେ ଏହି ବୈଠକରେ ଉପସ୍ଥିତ ରହି ସହଯୋଗ କରିବା ସହିତ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ନିଜର ସୁଚିନ୍ତିତ ମତାମତ ଓ ପରାମର୍ଶ ପ୍ରଦାନ କରିବା ପାଇଁ କାର୍ଯ୍ୟକାରୀ କମିଟି ତରଫରୁ ସାଧାରଣ ସମ୍ପାଦକ ଶଶଧର ପାତ୍ର ଅନୁରୋଧ କରିଛନ୍ତି।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ପଦୋନ୍ନତି ପାଇଲେ ୧୮ ଜଣ ଶିକ୍ଷୟତ୍ରୀ ଶିକ୍ଷକ

Sunil Chandra Nayak

କଳାହାଣ୍ଡି ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

Sunil Chandra Nayak

ପଞ୍ଚାୟତିରାଜ ପ୍ରତିନିଧିନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ ଶିବିର ଉଦଯାପନ

Sunil Chandra Nayak

Leave a Comment

error: Content is protected !!