ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମୁଖ୍ୟମନ୍ତ୍ରୀ ଙ୍କ ଦ୍ଵାରା କେସିଙ୍ଗା ବଲାଙ୍ଗୀର ବିଦ୍ୟୁତ କେଭି ଲାଇନ ଉଦଘାଟିତ.

 ଭବାନିପାଟଣା -: (ମ ନି ସ)   ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେସିଙ୍ଗା ବଲାଙ୍ଗୀର ୨୨୦/୧୩୨ କେଭି ଲାଇନର ସବଷ୍ଟେସନକୁ ଉଦଘାଟନ କରିଛନ୍ତି।ଏହି ଅବସରରେ ଓଡିଶା ସରକାରଙ୍କ ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କଳାହାଣ୍ଡି ଜିଲ୍ଲାପାଳ ଡକ୍ଟର ହର୍ଷଦ ପରାଗ ଗଭାଲି, ଆଇଏଏସ,ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଏବଂ ଓପିଟିସିଏଲ(ଅପରେସନ) ର ନିର୍ଦେଶକ ଉପେନ୍ଦ୍ର କୁମାର ପତି ଉପସ୍ଥିତ ଥିଲେ।

 

Related posts

ଜୀ ସାର୍ଥକର ‘‘ରଜ କୁଇନ୍’’ ଗାଲା ରାଉଣ୍ଡ ଜୁନ୍ ୧୧ରୁ  

ଥୁଆମୂଳ ରାମପୁର ବ୍ଳକରେ ଆଶାର ଆଲୋକ ଭାବରେ ଦଣ୍ତାୟ ମାନ ଚାଞ୍ଚେର ମାଝୀ

Sunil Chandra Nayak

ତୀର୍ଯ୍ୟକ

Sunil Chandra Nayak

Leave a Comment

error: Content is protected !!