ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଧର୍ମଗଡ ଠାରେ ଶ୍ରୀ ଆଶୀର୍ବାଦ ଜୀ ମହାରାଜଙ୍କ ଶ୍ରୀ ଶ୍ରୀ ଜଗନ୍ନାଥ କଥାମୃତ ର ଦିବ୍ୟ ପ୍ରବଚନ କାର୍ଯ୍ୟକ୍ରମ

ଧର୍ମଗଡ ଠାରେ ଶ୍ରୀ ଆଶୀର୍ବାଦ ଜୀ ମହାରାଜଙ୍କ ଶ୍ରୀ ଶ୍ରୀ ଜଗନ୍ନାଥ କଥାମୃତ ର ଦିବ୍ୟ ପ୍ରବଚନ କାର୍ଯ୍ୟକ୍ରମ

ପବିତ୍ର କାର୍ତ୍ତିକ ମାସରେ ଧର୍ମଗଡ ଜଗନ୍ନାଥ ସେବା ସମିତି ସୌଜନ୍ୟ ରେ ଧର୍ମଗଡ କଳାହାଣ୍ଡି ଉତ୍ସବ ପଡିଆ ଠାରେ ଆଶୀର୍ବାଦ ଜୀ ମହାରାଜ ଙ୍କ ଦ୍ଵାରା ‘ଶ୍ରୀ ଶ୍ରୀ ଜଗନ୍ନାଥ କଥାମୃତ’ର ଦିବ୍ୟ ପ୍ରବଚନ କାର୍ଯ୍ୟକ୍ରମ ଚାଲୁଅଛି।

ପ୍ରତ୍ୟହ ସଂଧ୍ୟା ୬ଘଣ୍ଟା ଠାରୁ ରାତି ୯ ଘଣ୍ଟା ଯାଏଁ ଚାଲୁଥିବା ଶ୍ରୀଶ୍ରୀ ଜଗନ୍ନାଥ କଥାମୃତ ଦିବ୍ୟ ପ୍ରବଚନ କାର୍ଯ୍ୟକ୍ରମରେ ଶହଶହ ଶ୍ରଦ୍ଧାଳୁ ଭକ୍ତ ଯୋଗ ଦେଉଥିବା ଦେଖିବାକୁ ମିଳିଛି। ଧର୍ମଗଡ ଜଗନ୍ନାଥ ସେବା ସମିତି ର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ଅଗ୍ରୱାଲଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ତଥା ସଦସ୍ୟମାନେ ଏହି ପବିତ୍ର ପ୍ରବଚନ କାର୍ଯ୍ୟକ୍ରମର ପରିଚାଳନା କରୁଥିଲା ବେଳେ କାର୍ଯ୍ୟକ୍ରମରେ ଦୂର ଦୁରାନ୍ତରୁ ବହୁ ଭକ୍ତଙ୍କ ଉପସ୍ଥିତି ଦେଖିବାକୁ ମିଳିଛି। ଏହି ପ୍ରବଚନ କାର୍ଯ୍ୟକ୍ରମ ଗତ ୧୧ ତାରିଖ ଠାରୁ ଆରମ୍ଭ ହୋଇଛି। ଶ୍ରୀମତୀ ଗୁଡ୍ଡୀ ଅଗ୍ରୱାଲ ଓ ଶ୍ରୀଯୁକ୍ତ ହରିବୋଲ ଅଗ୍ରୱାଲ କର୍ତ୍ତା ଭାବେ ଦାୟିତ୍ଵ ନିର୍ବାହ କରୁଛନ୍ତି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

କଳାହାଣ୍ଡି ଓକିଲ ସଙ୍ଘ ନିର୍ବାଚନ,ସନ୍ତୋଷ ପଣ୍ଡା ସଭାପତି

Sunil Chandra Nayak

ରାଉରକେଲା ଗୁରୁଦ୍ୱାର ରୋଡ୍ ୱାର୍ଡ ନମ୍ବର ୨୫ରେ ପ୍ରାୟ ୫୦ ଘରେ ପାଣି ଜମିଛି

Sunil Chandra Nayak

ମାନ୍ୟବର ଗଣଶିକ୍ଷା ମନ୍ତ୍ରୀଙ୍କୁ ୬ଦଫା ଦାବିପତ୍ର ପ୍ରଦାନ

masiha

Leave a Comment

error: Content is protected !!