ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ତହସିଲଦାର 

ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ତହସିଲଦାର 

ଗୋଲାମୁଣ୍ଡା/ : ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ। ଗୁରୁବାର ବାବେଗୁଡା ଗ୍ରାମ ର ଚନ୍ଦ୍ରଧ୍ବଜ କେତକୀ ଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଅଧୂକାରୀମାନେ ତାଙ୍କୁ ଧରିଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର୍ ଧରିଛି। ଭିଜିଲାନ୍ସ ପକ୍ଷରୁ ଘଟଣ ରହିଥ‌ିବାବେଳେ ଲାଞ୍ଚ କାରବାର ସମ୍ପର୍କିତ ବିଭିନ୍ନ ଦିଗରେ ଯାଞ୍ଚ କରାଯାଉଛି। ତଦନୁ ପରେ ଏହି ଘଟଣାର ଅଧୂକ ତଥ୍ୟ ସାମ୍ନାକୁ ଆସିବ।

ଦାମୋଦର ଦାସ ଙ୍କ ରିପୋର୍ଟ୍ 

Related posts

ଘରପଟ୍ଟା ନ ମିଳିବାରୁ ଜିଲ୍ଲାପାଳଙ୍କ ପାଖରେ ଅଭିଯୋଗ

Sunil Chandra Nayak

ଡିସେମ୍ବର ୨୦, ୨୧ ଓ ୨୨ ତାରିଖରେ ଆରସିସିଆଇ ପକ୍ଷରୁ ବିଜନେସ୍ କନକ୍ଲେଭ ୨୦୨୪

masiha

୧- ଚଳିତ ବର୍ଷ ବନ୍ଧୁଗାଁରେ ୯୩. ୪୭% ହାରରେ ଉତ୍ତର୍ଣ୍ଣ ଓ ସଞ୍ଜିତା ହେଲେ ବନ୍ଧୁଗାଁର ଟପର , ୨- ଶିକ୍ଷକଙ୍କୁ ଅବସର ଓ ବିଦାୟ କାଳୀନ ସମ୍ବର୍ଦ୍ଧନା 

masiha

Leave a Comment

error: Content is protected !!