ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

୫ଟି ରେ ହାଇସ୍କୁଲ ରୂପାନ୍ତରଣ ଶିକ୍ଷାରେ ଯୋଡ଼ିଛି ସ୍ୱର୍ଣ୍ଣିମ ଅଧ୍ୟାୟ

ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୫୩୨ ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

୫ଟି ରେ ହାଇସ୍କୁଲ ରୂପାନ୍ତରଣ ଶିକ୍ଷାରେ ଯୋଡ଼ିଛି ସ୍ୱର୍ଣ୍ଣିମ ଅଧ୍ୟାୟ । ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୫ ଜିଲ୍ଲାରେ ୫୩୨ଟି ସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନର ସମ୍ମିଳନୀ କକ୍ଷରୁ ଭିସିରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୟୂରଭଞ୍ଜ ଜିଲ୍ଲାର ୩୩୯ଟି ବିଦ୍ୟାଳୟକୁ ପ୍ରଥମେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ସୋନପୁର ଜିଲ୍ଲାର ୪୧ଟି ହାଇସ୍କୁଲ, ବୌଦ୍ଧ ଜିଲ୍ଲାର ୨୪ଟି ହାଇସ୍କୁଲ, ମାଲକାନଗିରି ଜିଲ୍ଲାର ୪୭ଟି ହାଇସ୍କୁଲ, ଖୋର୍ଦ୍ଧା ଜିଲ୍ଲାର ୮୧ଟି ହାଇସ୍କୁଲକୁ ଲୋକାର୍ପଣ କରିଥିଲେ ନବୀନ ପଟ୍ଟନାୟକ ।

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ବିପ୍ଳବ ଆଣିଥିବା ଏହି ଯୋଜନା ମୁଖ୍ୟମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଯୋଜନାରେ ସ୍କୁଲଗୁଡ଼ିକରେ ଅତ୍ୟାଧୁନିକ ବିଜ୍ଞାନଗାରା, ପାଠଗାରା ସହ ସୂଚନା ଓ ପ୍ରଯୁକ୍ତି ବିଦ୍ୟାରେ ଶିକ୍ଷାଦାନ ପାଇଁ ଆଧୁନିକ ଜ୍ଞାନକୌଶଳର ଭିତ୍ତିଭୂମି ବଢ଼ାଯାଉଛି । ଏହା ଦ୍ୱାରା ସମୟ ସହ ତାଳ ଦେଇ ଆମ ରାଜ୍ୟରେ ସରକାରୀ ସ୍କୁଲରେ ପାଠ ପଢ଼ୁଥିବା ପିଲାମାନେ ପ୍ରତିଯୋଗିତାମୂଳକ ବ୍ୟବସ୍ଥାରେ ସାମିଲ ହୋଇପାରିବେ । ସ୍କୁଲ ଗୁଡ଼ିକରେ ଭିତ୍ତିଭୂମିର ବିକାଶ ଯୋଗୁ ଶିକ୍ଷାରେ ଆସିବ ଗୁଣାତ୍ମକ ବିକାଶ । 5-Tରେ ସ୍କୁଲ ରୂପାନ୍ତରଣ ସମଗ୍ର ଦେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ ଯେ, ପ୍ରଥମମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ସିଆରପିଏଫ୍ ୬୪ ବାଟାଲିୟନ ପକ୍ଷରୁ ଜନସଂପର୍କ ଶିବିର ଅନୁଷ୍ଠିତ

Sunil Chandra Nayak

ଶ୍ଯାମା ପ୍ରସାଦ୍ ବୋଷ୍  ଙ୍କ କବିତା l l l l ମୁକ୍ତି l l l l

Sunil Chandra Nayak

ଜୁନାଗଡ଼ ପୌର ନିର୍ବାଚନ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort