ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନବୀନ ମନ୍ତ୍ରୀମଣ୍ଡଳର ସାମୁହିକ ଇସ୍ତଫା, କାଲି ମନ୍ତ୍ରୀ ମଣ୍ଡଳର ନୂତନ କଳେବର ହେବ

୧୧.୪୫ରେ ଶପଥ ଗ୍ରହଣ

ରାଜ୍ୟ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ସମସ୍ତ ମନ୍ତ୍ରୀ । ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଥିବା ୨୦ ଜଣ ମନ୍ତ୍ରୀ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ସେପଟେ ଆସନ୍ତା ମଧ୍ୟାହ୍ନ ୧୧.୪୫ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ନୂତନ ମନ୍ତ୍ରୀ ମଣ୍ଡଳରେ କିଏ ସାମିଲ ହେବେ ଏବଂ କାହାକୁ ସଂଗଠନ ଦାୟିତ୍ୱ ପ୍ରଦାନ କରାଯିବ ତାହା ଜଣାପଡିନାହିଁ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରର ପ୍ରତି ପାଳିରେ ମନ୍ତ୍ରୀ ମଣ୍ଡଳ ପରିବର୍ତ୍ତନ କରିଛନ୍ତି । ସେହିକ୍ରମରେ ଚଳିତ ଥର ମଧ୍ୟ ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ କରିବାକୁ ଯାଉଛନ୍ତି । କିନ୍ତୁ ସବୁଠାରୁ ବଡ଼ କଥା ହେଉଛି, ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କହିଛନ୍ତି । ଏବଂ ସମସ୍ତ ୨୦ ଜଣ ମନ୍ତ୍ରୀ ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ରାଉରକେଲା ମହାନଗର ପକ୍ଷରୁ ଖାଦ୍ୟ ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

ବେଣୁଧର ସୂତାର ଙ୍କ କବିତା ଧୂଳି ଧରଣୀର ପରେ

Sunil Chandra Nayak

ତୀର୍ଯ୍ୟକ

Leave a Comment

error: Content is protected !!