ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଶପଥ ପାଠ ପରେ ମନ୍ତ୍ରୀଙ୍କୁ ବଣ୍ଟାଗଲା ଦାୟିତ୍ୱ

ରାଜ୍ୟ ମନ୍ତ୍ରୀମଣ୍ଡଳରେ ନବକଳେବର ହୋଇଛି । ରବିବାର ଲୋକସେବା କନ୍‌ଭେନ୍‌ସନ୍‌ ହଲ୍‌ରେ ନୂଆ ମନ୍ତ୍ରୀମାନେ ଶପଥ ନେଇଛନ୍ତି । ଏଥିରେ ୧୩ଜଣ କ୍ୟାବିନେଟ୍‌ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ ରହିଛନ୍ତି । କିଛି ନୂଆ ମୁହଁଙ୍କୁ ଏଥର ମନ୍ତ୍ରୀମଣ୍ଡଳରେ ସାମିଲ କରାଯାଇଛି ।

ତେବେ ଆସନ୍ତୁ ଜାଣିବା କାହାକୁ ମିଳିଛି କେଉଁ ବିଭାଗ (କ୍ୟାବିନେଟ୍‌) –

୧. ଜଗନ୍ନାଥ ସାରକା- ଆଦିବାସୀ କଲ୍ୟାଣ ମନ୍ତ୍ରୀ

୨. ରଣେନ୍ଦ୍ର ପ୍ରତାପ ସ୍ୱାଇଁ- କୃଷି ମନ୍ତ୍ରୀ

୩. ପ୍ରମିଳା ମଲ୍ଲିକ- ରାଜସ୍ୱ ମନ୍ତ୍ରୀ

୪. ଉଷା ଦେବୀ- ଗୃହ ନଗର ଉନ୍ନୟନ ମନ୍ତ୍ରୀ

୫. ପ୍ରଫୁଲ୍ଲ ମଲ୍ଲିକ- ଖଣି ଓ ଇସ୍ପାତ ମନ୍ତ୍ରୀ

୬. ପ୍ରତାପ ଦେବ- ଶିଳ୍ପ ଓ ଶକ୍ତି ମନ୍ତ୍ରୀ

୭. ଅତନୁ ସବ୍ୟସାଚୀ ନାୟକ- ଖାଦ୍ୟ ଯୋଗାଣ, ସମବାୟ ମନ୍ତ୍ରୀ

୮. ନବକିଶୋର ଦାଶ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

୯. ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ

୧୦. ଟୁକୁନି ସାହୁ- ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ

୧୧.ରାଜେନ୍ଦ୍ର ଢୋଲକିଆ- ଯୋଜନା ଓ ସଂଯୋଜନା ମନ୍ତ୍ରୀ

୧୨. ପ୍ରଦୀପ ଅମାତ- ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ

୧୩. ନିରଞ୍ଜନ ପୂଜାରୀ- ଅର୍ଥ ମନ୍ତ୍ରୀ

ସେହିପରି (ରାଷ୍ଟ୍ରମନ୍ତ୍ରୀ) କାହାକୁ ମିଳିଛି କେଉଁ ବିଭାଗର ଦାୟିତ୍ୱ-

୧. ରୋହିତ ପୂଜାରୀ- ଉଚ୍ଚ ଶିକ୍ଷା ମନ୍ତ୍ରୀ

 

୨. ରୀତା ସାହୁ- ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ

୩. ବାସନ୍ତୀ ହେମ୍ବ୍ରମ୍- ମହିଳା ଓ ଶିଶୁ କଲ୍ୟାଣ, ମିଶନ ଶକ୍ତି

୪. ସମୀର ରଂଜନ ଦାଶ- ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

୫. ଅଶ୍ୱିନୀ କୁମାର ପାତ୍ର- ପର୍ଯ୍ୟଟନ, ଅବକାରୀ ମନ୍ତ୍ରୀ

୬. ପ୍ରୀତିରଞ୍ଜନ ଘଡ଼େଇ- ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

୭. ଶ୍ରୀକାନ୍ତ ସାହୁ- ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ

୮. ତୁଷାରକାନ୍ତି ବେହେରା- କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପତ୍ରିକା “ଗାଁ’ର ମହକ” ଉନ୍ମୋଚନ ପାଇଁ ପ୍ରସ୍ତୁତି

Sunil Chandra Nayak

ନର୍ଲାରୋଡ଼ ରେ ରାବଣ ପୋଡି ଅନୁଷ୍ଠିତ

Sunil Chandra Nayak

ମଦ ପୋଚ ନଷ୍ଟ କଲା ଖାତିଗୁଡା ପୋଲିସ 

Sunil Chandra Nayak

Leave a Comment

error: Content is protected !!