ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କେସିଙ୍ଗା ଉପଖଣ୍ଡ ଥାନା ତରଫରୁ ବିଶ୍ୱ ପରିବେଶ ଦିବସ ପାଳିତ

କେସିଙ୍ଗା – ଆଜି କେସିଙ୍ଗା ସବ୍ ଡିଭିଜନ ପୋଲିସ ଥାନା ତରଫରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କେସିଙ୍ଗା ଏସଡିପିଓ ଥାନା ଅଧିନସ୍ଥ ନର୍ଲା, ମଦନପୁର ରାମପୁର, କର୍ଲାମୁଣ୍ଡା, ଲାଞ୍ଜିଗଡ଼, ବିଶ୍ବନାଥପୁର, ବିଜେପୁର ଆଦି ଥାନା ପରିସରରେ ସମସ୍ତ ଆଇ ଆଇ ସି ଙ୍କ ନେତୃତ୍ବରେ ଚାରା ଗଛ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ବୋଲି ଏସଡିପିଓ ଅନୁଭବ ସୋନିର ସୂଚନା ଦେଇଛନ୍ତି।

 କେସିଙ୍ଗା ରୁ ଚନ୍ଦ୍ରମଣି ସ୍ବାଇଁ ଙ୍କ ରିପୋର୍ଟ।

Related posts

କବି ସୌରଭ ବୈଜୟନ୍ତୀ ମାଳା ମହାପାତ୍ର ଙ୍କ କବିତା ସିଏ ଟି ଜଗତ ନାଥ

Sunil Chandra Nayak

ବୁଢାଦେଓ ଉଚ୍ଚ ବିଦ୍ୟାଳୟ ଦାବ୍ରୀ ଠାରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଦାୟ କାଳିନ ଉତ୍ସବ ଅନୁଷ୍ଠିତ

Sunil Chandra Nayak

ବେହେରା ଲଖିରାମ ଅଗ୍ରଓ୍ୱାଲ ଉଚ୍ଚ ମାଧ୍ଯମିକ ବିଦ୍ଯାଳୟ ରେ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

Sunil Chandra Nayak

Leave a Comment

error: Content is protected !!