ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କଳାହାଣ୍ଡିରେ ୧୦୦ଟି ରୂପାନ୍ତରିତ ବିଦ୍ୟାଳୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି ଜିଲ୍ଲାର ୧୩ ଗୋଟି ବ୍ଲକରେ ଥିବା ୧୦୦ଟି ସ୍କୁଲକୁ ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଯୋଜନା ମାଧ୍ୟମରେ ରୂପାନ୍ତରିତ କରାଯାଇଛି..କଳାହାଣ୍ଡି ଜିଲ୍ଲାର ୧୩ ଗୋଟି ବ୍ଲକରେ ଥିବା ୧୦୦ଟି ସ୍କୁଲକୁ ଦ୍ୱିତୀୟ ପର୍ଯ୍ୟାୟରେ ୫ଟି ଯୋଜନା ମାଧ୍ୟମରେ ରୂପାନ୍ତରିତ କରାଯାଇଛି । ସ୍ମାର୍ଟ କ୍ଳାସରୁମ ସହ ଇ-ଲାଇବ୍ରେରୀ, ବିଜ୍ଞାନ ଲ୍ୟାବ ଭଳି ଅନେକ ଅତ୍ୟାଧୁନିକ କ୍ରମରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ଅଗ୍ରଗତି କରିବା ୫ ଟି ମାଧ୍ୟମରେ ସୌନ୍ଦର୍ଯ୍ୟକରଣ କରାଯାଇଛି । ଫଳରେ ସ୍କୁଲ ଛାଡିଥିବା ଛାତ୍ରଛାତ୍ରୀ ପୁଣି ସ୍କୁଲମୁହାଁ ହେବେ ବୋଲି ଆଶା ରଖିଛନ୍ତି ସରକାର ।

କଳାହାଣ୍ଡିରେ ୧୦୦ଟି ରୂପାନ୍ତରିତ ବିଦ୍ୟାଳୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀଜିଲ୍ଲାର ୧୦୦ ଗୋଟି ସ୍କୁଲକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍ଫରେନସ ଜରିଆରେ ଏହି ସ୍କୁଲକୁ ଉଦଘାଟନ କରିଥିବା ବେଳେ ଅନୁଷ୍ଠିତ ଉଦଘାଟନ କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାପାଳ ଗାଭାଳି ପରାଜ ହର୍ଷଦ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ, ନର୍ଲା ବିଧାୟକ ଭୁପିନ୍ଦର ସିଂ ଓ ଧର୍ମଗଡ଼ ବିଧାୟକ ମୌଷଧି ବାଗ ଯୋଗ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୧୦୦, ଗୋଟି ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଗାଁ ଦଶହରାରେ ରାତିରେ ଜମୁଛି ଜୁଆ ଖେଳ , ପୋଲିସ ପ୍ରସାଶନର ଦୃଷ୍ଟି ପଡୁ 

Sunil Chandra Nayak

ସଡ଼କ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କ ପରଲୋକ

ବିଶ୍ବ ପରିବେଶ ଦିବସ ଅବସରରେ ଖଣ୍ଡୁଆଳ ମାଳି ସୁରକ୍ଷା ନେଇ ଗର୍ଜିଲେ ଆଦିବାସୀ।

Leave a Comment

error: Content is protected !!