ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ରାଜପଥ ରକ୍ଷଣାବେକ୍ଷଣ: ଓଡ଼ିଶାକୁ ମିଳିଲା ଆଉ ୧.୪୮ କୋଟି

ଜାତୀୟ ରାଜପଥର ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ସଂଶୋ‌ଧିତ ଆବଣ୍ଟନ ପରେ ଓଡ଼ିଶା ପାଇଁ ୫.୮୧ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି। ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଜାତୀୟ ରାଜପଥର ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ଓଡ଼ିଶା ସମେତ ଦେଶର ୩୬ ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳମାନଙ୍କ ପାଇଁ ୬୬.୬୫ କୋଟି ଟଙ୍କାର ଆବଣ୍ଟନ କରାଯାଇଥିଲା।ଏଥିରେ ଓଡ଼ିଶାକୁ ମିଳିଥିଲା ୪.୩୩ କୋଟି ଟଙ୍କା। ଏହା ପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ପକ୍ଷରୁ ୫୪.୪୪ କୋଟି ଟଙ୍କାର ସଂଶୋଧିତ ଆବଣ୍ଟନ କରାଯାଇଛି। ଯେଉଁଥିରେ ଓଡ଼ିଶାକୁ ମିଳିଛି ଆଉ ୧.୪୮ କୋଟି ଟଙ୍କା। ଏହି ଅର୍ଥ ଜାତୀୟ ରାଜପଥର ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ବିନିଯୋଗ ହେବ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ମହାମହିମ ରାଷ୍ଟ୍ରପତି ଙ୍କ ଶପଥ ପାଠ ମହୋତ୍ସଵକୁ ସ୍ମରଣୀୟ କରିବା ପାଇଁ ବିଦ୍ୟାଳୟ ମାନଙ୍କରେ ବିଭିନ୍ନ କାର୍ଜ୍ୟକ୍ରମ

Sunil Chandra Nayak

ଭବାନୀପାଟଣା ପୌର ସଫେଇ କର୍ମଚାରୀଙ୍କର ସ୍ଥାୟୀ ନିଯୁକ୍ତି ଦାବିରେ ଆନ୍ଦୋଳନ

ମର୍ମନ୍ତୁଦ ସଡକ ଦୁର୍ଘଟଣା , ଗଛକୁ ଧକ୍କା ଦେଲା ଦ୍ରୁତଗାମୀ କାର

Sunil Chandra Nayak

Leave a Comment

error: Content is protected !!