ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନାଗସାପ କାମୁଡାରେ ମହିଳା ମୃତ

କୋକସରା,୧୭ା୬- (ମ ନି ସ ) କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତ ପିପିଲଝାପର ଗ୍ରାମରେ ଅଘଟଣ । ଘରେ ଶୋଇଥିବା ବେଳେ ଜଣେ ମହିଳାଙ୍କୁ ନାଗ ସାପ କାମୁଡିବାରୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ ମହିଳା ଜଣକ ହେଲେ ନୃପରାଜ ମାଝୀଙ୍କ ସ୍ତ୍ରୀ ରୁପାଲି ମାଝୀ (୩୦) । ସୂଚନା ଅନୁସାରେ, ଗୁରୁବାର ରାତିରେ ରୁପାଲି ଘରେ ଶୋଇଥିବା ବେଳେ ରାତି ପ୍ରାୟ ୧୦ଟା ସମୟରେ ଏକ ନାଗ ସାପ ତାଙ୍କୁ କାମୁଡି ଦେବାରୁ ସେ ଗୁରୁତର ହୋଇଥିଲେ । ପରେ ତାଙ୍କୁ ଗୁରୁତର ଅବସ୍ଥାରେ ପରିବାର ଲୋକ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ରୁପାଲିର ମୃତ୍ୟୁ ହୋଇଥିଲା । ଖବର ପାଇ ଆମପାଣି ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ କରିବା ସହ ଶୁକ୍ରବାର ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଏନେଇ ଆମପାଣି ଥାନା କେଶ ନମ୍ବର ୨/୨୨ ରେ ଏକ ଅପମୃତ୍ୟୁ ମାମଲ ରୁଜୁ କରି ତଦନ୍ତ ଚଲାଇଥିବା ଆମପାଣି ଥାନା ଏସ୍‌ଆଇ ରାଜେଶ ପରିଡା ସୂଚନା ଦେଇଛନ୍ତି ।

Related posts

ତେରେସିଂହା ବିରାଟ ପର୍ବ ଉଦଯାପିତ

ବିଦ୍ୟୁତ ତାର ଚୋରୀ ଅଭିଯୋଗରେ ଯୁବକ ଗିରଫ

Sunil Chandra Nayak

ସଫଳ। ଦାସ ଙ୍କ ଅଳପ ଗଳ୍ପ – ଉପହାର

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort