ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆମଦାବେଡା ଗ୍ରାମର ଚାଷୀ ଅପମୃତ୍ୟୁ

ମୟୂରଭଞ୍ଜ- ୨୦/୬/୨୨(ମସିହା) ମୟୂରଭଂଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ବିଜାତଳା ବ୍ଲକର ମାଣିକପୁର ପଞ୍ଚାୟତର ଆମଦାବେଡା ଗ୍ରାମର ଲାଲବିହାରୀ ଟୁଡୁ (୬୨) ରବିବାର ରାତିରେ ଖାଇପିଇ ଶୋଇଥିଲେ । ହଠାତ୍ ମଧ୍ୟ ରାତ୍ରରେ ଛାତି ଯନ୍ତ୍ରଣା ହୋଇଥିଲା । ତାଙ୍କୁ ଅସୁସ୍ଥ ଅବସ୍ଥାରେ ରାଇରଙ୍ଗପୁର ହସ୍ପିଟାଲ କୁ ଅଣାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଥିଲେ । ଗୋରୁମହିଷାଣୀ ଥାନାରେ ଏହାକୁ ନେଇ ଏକ ଅପମୃତ୍ୟୁ ମାମଲା କେଶ ନଳ୧୦/୨୨ ରୁଜୁ କରି ମୃତକଙ୍କୁ ଶବ ବ୍ୟବଚ୍ଛେଦ କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ।

Related posts

ରାଇରଙ୍ଗପୁର ସତସଙ୍ଗ ବିହାର ଆନୁକୁଲ୍ୟରେ ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୫ତମ ଜନ୍ମ ମହା ମହୋତ୍ସବ

Sunil Chandra Nayak

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା କୃଷକ ଦିବସ

ପୂର୍ବତନ ଏନଏସି ଅଧକ୍ଷ୍ୟ ପାର୍ଥ ମହାଳିକଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

Sunil Chandra Nayak

Leave a Comment

error: Content is protected !!