ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଓଡ଼ିଶା ଷ୍ଟେଟ ବ୍ରିଗେଡ ବିଦ୍ୟାଳୟ ରେ ଯୋଗ ଦିବସ

ମ, ରାମପୁର,୨୨/୬( ମସୀହା): କଳାହାଣ୍ଡି ଜିଲ୍ଲା ମ, ରାମପୁର ବ୍ଲକ୍ ମୋହନଗିରୀ ଷ୍ଟେଟ ବ୍ରିଗେଡ ବିଦ୍ୟାଳୟ ରେ ଯୋଗ ଦିବସ ପାଳିତ ହେଇ ଯାଇଛି । ବିଦ୍ୟାଳୟ ର ଅଧକ୍ଷ ଦିବାକର ସାହୁ ଙ୍କ ଅଧ୍ୟକ୍ଷତା ରେ ଯୋଗ ପ୍ରଶିକ୍ଷକ ଭାବରେ ଏକଲ ଅଭିଯାନ ତରଫରୁ ଅଞ୍ଜନ ପାତ୍ର, ସୁରେନ୍ଦ୍ର ପ୍ରଧାନ ଯୋଗ ଦେଇ ଯୋଗ ଶିକ୍ଷା ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟ ରେ ବିଦ୍ୟାଳୟ ର ଶିକ୍ଷକ ଭକ୍ତ ସଗ୍ରିଆ, ଭରତ ସା, ନାରାୟଣ ଥନାପତି ଙ୍କ ସମେତ ବିଦ୍ୟାଳୟ ର ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ରହିଥିଲେ ।

ମ.ରାମପୂରରୁ ପରମାନନ୍ଦ ବିଶି ଙ୍କ ରିପୋର୍ଟ l

Related posts

‘ମା’ ପାଇଁ ଗଛ ଟିଏ’ ଅଭିଯାନରେ ବୃକ୍ଷରୋପଣ କାର୍ଯ୍ଯକ୍ରମ ଅନୁଷ୍ଠିତ ମହିଳାଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ଆରମ୍ଭ ହେଲା ‘ସୁସ୍ଥ ନାରୀ, ସଶକ୍ତ ପରିବାର’ ଅଭିଯାନ

Sunil Chandra Nayak

ନବନିର୍ବାଚିତ ରାଷ୍ଟ୍ରପତି ଫଳା ଫଳକୁ ନେଇ ମୋଟଙ୍ଗା ମଣ୍ଡଳରେ ବିଜୟ ଉତ୍ସବ ପାଳିତ 

Sunil Chandra Nayak

ରାଉରକେଲା ସ୍ପୋର୍ଟସଆସୋସିଏସନ୍ ପକ୍ଷରୁ ଉଚ୍ଚଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀଙ୍କୁ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!