ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଅତିରିକ୍ତ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

ଥୁଆମୂଳ ରାମପୁର: ୨୭/୬- ମ.ନି.ସ:- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ଯକ୍ରମରେ ଥୁଆମୂଳ ରାମପୁର ବ୍ଳକର ୨୪ ଗୋଟି ଗ୍ରାମପଞ୍ଚାୟତର କିଛି ଜନସାଧାରଣ ଆସି ବିଭିନ୍ନ ବିଭାଗରେ ରହିଥିବା ନିଜ ନିଜର ସମସ୍ୟା କୁ ନେଇ ଲିଖିତ ଭାବରେ ଜଣାଇବାରୁ ଏହାର ତୂରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ।ଏଥିରେ ଉପଜିଲ୍ଲାପାଳ ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ୍ ୭୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୩୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୭ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା। ବ୍ଳକ ର ୭୫ ଜଣଙ୍କ ଅଭିଯୋଗ ଶୁଣାଣି ହୋଇଥିବା ବେଳେ ବୃଦ୍ଧ ବୃଦ୍ଧା, ଦିବ୍ଯାଙ୍ଗ ମାନଙ୍କ ପାଇଁ ଭତ୍ତା, ଆବାସ ଗୃହ, ଏମଜିଏନଆର ଇଜିଏ ଭଳି ଅନ୍ଯାନ୍ଯ ବିଷୟରେ ଲିଖିତ ଅଭିଯୋଗ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।ବିଡିଓ ଶ୍ରୀ ଭରତ କୁମାର ମେହେରଙ୍କ ତତ୍ତ୍ୱାବଧାନରେ ଶିବିରକୁ ଆୟୋଜିତ ହୋଇଥିଲା। ସହଯୋଗ କରିଥିଲେ ଜିଲ୍ଲା ଓ ବ୍ଳକ ସ୍ତରୀୟ ବିଭାଗୀୟ କର୍ମକର୍ତ୍ତା।

ଥୁଆମୂଳ ରାମପୁର ରୁ ବଳଭଦ୍ର ବାଗଙ୍କ ରିପୋର୍ଟ

 

Related posts

ମନରେଗା ଯୋଜନାରେ ମେସିନ୍ ଦ୍ବାରା ପୋଖରୀ କାର୍ଯ୍ୟ ଚାଲିଛି 

Sunil Chandra Nayak

ରାସ୍ତାରେ ମୃତାବସ୍ଥାରେ ପଡ଼ିଥିବା କୁକୁରର ଶବ ସତ୍କାର କଲେ ଯୁବ ସମାଜସେବୀ ସୁରେନ୍ଦ୍ର ମୁଣ୍ଡା

Sunil Chandra Nayak

ନବରଙ୍ଗପୁର ଜିଲ୍ଲା ଜିଲ୍ଲାସ୍ତରୀୟ ନୂଆଁଖାଇ ଭେଟ୍ ଘାଟ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort