ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଆମ୍ବ ଗଛରୁ ପଡି ଯୁବକ ମୃତ

ମୟୂରଭ-୭/୭/୨୨(ମସିହା) ମୟୂରଭଞ୍ଜ ଜିଲ୍ଲାର ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଗୁହାଳଡାଙ୍ଗିରୀ ପଞ୍ଚାୟତର ଝୁଲଣ ଗ୍ରାମର ଅମିର ମୁଣ୍ଡା(୩୫) ନାମକ ଯୁବକ ଆମ୍ବଗଛକୁ ଚଢି ଆମ୍ବ ତୋଳୁଥିବାବେଳେ ଭାରସାମ୍ୟ ହରାଇ ତଳକୁ ଖସିପଡି ଗୁରୁତର ହୋଇଥିଲେ ।ତାଙ୍କୁ ଗୁରୁତର ଅବସ୍ଥାରେ ରାଇରଙ୍ଗପୁର ହସ୍ପିଟାଲକୁ ଅଣାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଥିଲେ ।ପରେ ଗୋରୁମହିଷାଣୀ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତକଙ୍କୁ ଶବ ବ୍ୟବଚ୍ଛେଦ କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି ।ମୟୂରଭଞ୍ଜ ଅକ୍ଷୟ କୁମାର ବିଶ୍ଵାଳଙ୍କ ରିପୋର୍ଟ

Related posts

ଜୀବନରେ କେଉଁ କାମ କରିବା ଉଚିତ, ଆସନ୍ତୁ ଜାଣିବା ଗୁରୁଙ୍କ ଠାରୁ

Sunil Chandra Nayak

ଜ୍ଞାନଜ୍ୟୋତି ପବ୍ଲିକ୍ ସ୍କୁଲରେ ବନମହୋତ୍ସବ କାର୍ଯ୍ୟକ୍ରମ

ମହାବୀର ବଜାର ରେ ୪୦ ତମ ଗଣେଶ ପୂଜା ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!