ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଅଭିଭାବକ ଶିକ୍ଷକ ସମ୍ମିଳନୀ

ଜୁନାଗଡ଼ ,୧୦/୭(ମ ନି ସ) ଜୁନାଗଡ଼ ବ୍ଲକ ଅନ୍ତର୍ଗତ କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ହୃଷିକେଶ ମେହେର ଙ୍କ ସଭାପତି ତ୍ଵ ରେ ଅଭିଭାବକ -ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି lଏହି କାର୍ଯ୍ୟକ୍ରମ ରେ ବ୍ଲକ ମଙ୍ଗଳ ଅଧିକାରୀ ସୁମନ୍ତ ମାଝୀ, ସରପଞ୍ଚ ପ୍ରତିନିଧି ସ୍ୱୟଂବର ପାଣିଗ୍ରାହୀ, ପୂର୍ବତନ ଶିକ୍ଷକ ବେଣୁ ମାଝୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜୟନ୍ତ ମାଝୀ ପ୍ରମୁଖ ଉପସ୍ଥିତ ରହି ଥିଲେ l ପ୍ରଧାନ ଶିକ୍ଷକ ଶ୍ରୀ ମେହେର ଅଭିଭାବକ ଓ ଶିକ୍ଷକ ସମନ୍ୱୟ ଗଠନ ର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ l ବରିଷ୍ଠ ଶିକ୍ଷକ ଗୋପାଳ କୃଷ୍ଣ ମିଶ୍ର ,ରାଜୁ ସାହୁ ,ରିନା ବେହେରା ,ସଞ୍ଜୁ ବାଳl ବାରିକ, ଗିରିଜା ନାଏକ, କମଳିନୀ ପ୍ରଧାନ ,ବିଜୟ ନାଏକ ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ l ଶେଷରେ ବିଜ୍ଞାନ ଶିକ୍ଷକ ସୁଶୀଲ କୁମାର ନାଗ ଧନ୍ୟବାଦ ଦେଇଥିଲେ l

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷୀତି ଙ୍କ ରିପୋର୍ଟ

Related posts

ଚନ୍ଦ୍ରକଳା ଙ୍କ କବିତା ନିଦାଘ

ଆମ ଓଡ଼ିଶା ପକ୍ଷରୁ ଧର୍ମଗଡ ରକ୍ତ ଭଣ୍ଡାର ଠାରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର

Sunil Chandra Nayak

ରାସ୍ତା ଯୋଗୁଁ ଅଟକିଲା ଆମ୍ବୁଲାନ୍ସ, ଗାଡ଼ିରେ ପ୍ରସବ ହେଲେ ମହିଳା

Sunil Chandra Nayak

Leave a Comment

error: Content is protected !!