ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜୟପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୧.୦୭.୨୦୨୨( ମ ନି ସ)  ଆଜି ଜୟପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ,କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ ବ୍ଲକ ସ୍ତରୀୟ ଅଧିକାରୀଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୭୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୨୮ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା।

Related posts

ଉପେନ୍ଦ୍ର କୁମାର ବସ୍ତିଆ ଙ୍କ କବିତା ହଜିଲା ଦିନ

Sunil Chandra Nayak

ଓମଫେଡ ର ପ୍ରଦୂଷଣ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ

Sunil Chandra Nayak

ସମ୍ବାଦ ସାହିତ୍ୟ ଘରର ବସନ୍ତ ସାହିତ୍ୟ ଆସର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!