ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କୋକସରା କୃଷି ସମବାୟ ସଭାପତି ଙ୍କ ଦାୟିତ୍ୱ ଗ୍ରହଣ

କୋକସରା-୧୬/୦୭( ମ ନି ସ) ଶୁକ୍ରବାର କୋକସରା ପ୍ରାଥମିକ କୃଷି ସମବାୟ ସଭାପତି ଭାବେ କିଶୋର ଚନ୍ଦ୍ର ପ୍ରଧାନୀ କାର୍ଯ୍ୟଭାର ଗ୍ରହଣ କରିଛନ୍ତି।ଆଗକୁ ସେ କୋକସରା କୃଷି ସମବାୟ ର କୃଷି ଓ କୃଷକ ଙ୍କ ପାଇଁ ସମବାୟରେ ରହିଥିବା ଯୋଜନା ଓ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ବୋଳି କହିଛନ୍ତି। ଏହି ଅବସରରେ କେନ୍ଦ୍ର ସମବାୟ ବ୍ୟାଙ୍କର ଶାଖା ପରିଚାଳକ ଇନ୍ଦ୍ରମଣି ଧଙ୍ଗଡା ମାଝୀ , ପେକ୍ସ ସମ୍ପାଦକ ନିରଞ୍ଜନ ବାଗ ଓ କର୍ମଚାରୀ ଉପସ୍ଥିତ ରହିଥିଲେ।

Related posts

ରାଇରଙ୍ଗପୁରରେ‌ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ସାରସକଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ମହାମିଶ୍ରଣ ପର୍ବ

Sunil Chandra Nayak

ପ୍ରଶାନ୍ତ କୁମାର ନାଥ ଙ୍କ କବିତା ଝୁରନ୍ତି କାଳିଆ ତୋତେ

ଟେମରି ଗ୍ରାମ ପଞ୍ଚାୟତର ପ୍ରତ୍ୟେକ ଗ୍ରାମରେ ଷ୍ଟିଟ୍ ଲାଇଟର ସୁବ୍ୟବସ୍ଥା 

Sunil Chandra Nayak

Leave a Comment

error: Content is protected !!