ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଜିଲ୍ଲାପାଳଙ୍କ ଅଭିଯୋଗ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ବ୍ଲକ ସଭାଗୃହଠାରେ ଏହି କାର୍ଯ୍ୟକ୍ରମ ସକାଳ ୧୦ ଟା ଠାରୁ ଆରମ୍ଭ କରି ଦିନ ୨ .୩୦ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଜିଲ୍ଲାପାଳ ଯୋଗ ଦେଇଥିଲେ ଏହାସହ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରି, କାମାକ୍ଷାନଗର ଉପଜିଲ୍ଲାପାଳ, ବ୍ଲକ ଅଧକ୍ଷ, ଓ ନବନିର୍ବାଚିତ ଜନପ୍ରତିନିଧି ମାନେ ଉପସ୍ଥିତ ଥିଲେ। ଏବଂ ଜିଲ୍ଲାର ଅନ୍ୟାନ୍ୟ ସମସ୍ତ ବିଭିଗର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ଶୁଣାଣିରେ ଆଜି ମୋଟ 127 ଟି ଅଭିଯୋଗର ଶୁଣାଣି ଗ୍ରହଣ କରିଥିଲେ। ଏଥିରେ ଆଜି 98 ଟିର ବିଚାରକୁ ନେଇ ସମାଧାନ କରିଥିଲେ। ଏବଂ ବାକି ରହିଯାଇଥିବା ଅଭିଯୋଗ ଗୁଡିକ ତରନ୍ତ ସମାଧନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ।

ଢେଙ୍କାନାଳରୁ ନାୟକ ଅକ୍ଷୟ ରାଜହସ୍ତୀ ଙ୍କ ରିପୋର୍ଟ

Related posts

ସଦରବ୍ଲକ ସିକୁଆଁ ଗ୍ରାମ ପଂଚାୟତ ରେ ଜଳ ସଙ୍କଟ ଭୟା ଭୟ, ସୋଲାର ଅଚଳ

କର୍ଲାମୁଣ୍ଡାଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

ସତ୍ୟରଞ୍ଜନ ସ୍ୱାଇଁ ଙ୍କ କବିତା ହରି ନାମ 

Sunil Chandra Nayak

Leave a Comment

error: Content is protected !!