ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଓଡ଼ିଶାରେ ବୃଦ୍ଧି ପାଉଛି ମହିଳା ବିରୋଧୀ ଅପରାଧ..ତଥ୍ୟ ରଖିଲେ ମନ୍ତ୍ରୀ

ଓଡ଼ିଶାରେ ମହିଳା ବିରୋଧୀ ଅପରାଧ ବଢ଼ୁଥିବା ନେଇ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକଙ୍କର ଏସଂପର୍କୀତ ଏକ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, ରାଜ୍ୟରେ ୨୦୨୦ ମସିହାରେ ୨୯୮୪ଟି , ୨୦୨୧ରେ ୩୩୨୭ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ମଧ୍ୟରେ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି। ସେହିପରି୨୦୨୦ ମସିହାରେ ୭୯୩୭, ୨୦୨୧ରେ ୧୦୦୧୮ଟି ଓ ୨୦୨୨ ଏପ୍ରିଲ ୩୦ ମଧ୍ୟରେ ୩୫୩୪ଟି ମହିଳା ଅସଦାଚରଣ ମାମଲା ଥାନାରେ ପଞ୍ଜିକୃତ ହୋଇଛି। ୨୦୨୦ ମସିହାରେ ୩୭୨୦ଟି, ୨୦୨୧ରେ ୫୧୭୫ଟି ଓ ୨୦୨୨ ଏପ୍ରିଲ ୩୦ ସୁଦ୍ଧା ୧୯୮୩ଟି ୨୦୨୦ ମସିହାରେ ୨୯୮୪ଟି , ୨୦୨୧ରେ ୩୩୨୭ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ମଧ୍ୟରେ ୮୬୮ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି।ସେ ଆହୁରି କହିଛନ୍ତି, ୨୦୨୦ ମସିହାରେ ୩୭୨୦ଟି, ୨୦୨୧ରେ ୫୧୭୫ଟି ଓ ୨୦୨୨ ଏପ୍ରିଲ ୩୦ ସୁଦ୍ଧା ୧୯୮୩ଟି  ମହିଳା ଅପହରଣ ମାମଲାପଞ୍ଜିକୃତ ହୋଇଛି।

ସେହିପରି ୨୦୨୦ରେ ୩୧୫୩ଟି, ୨୦୨୧ରେ ୪୮୮୯ଟି, ୨୦୨୨ ଏପ୍ରିଲ ସୁଦ୍ଧା ୧୪୩୦ଟି ଘରୋଇ ହିଂସା ମାମଲା ପଞ୍ଜିକୃତ ହୋଇଛି। ଏଣେ ୨୦୨୦ରେ ୩୧୫୩ଟି, ୨୦୨୧ରେ ୪୮୮୯ଟି ଓ ୨୦୨୨ ଏପ୍ରିଲ ସୁଦ୍ଧା ୧୪୩୦ଟି ଘରୋଇ ହିଂସା ମାମଲା ପଞ୍ଜିକୃତ ହୋଇଛି। ଅପରପକ୍ଷରେ ୨୦୨୦ ମସିହାରେ ୩୭୫୯ଟି, ୨୦୨୧ରେ ୪୯୫୩ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ସୁଦ୍ଧା ୧୪୪୨ଟି ଯୌତୁକ ନିର୍ଯାତନା ମାମଲା ପଞ୍ଜିକୃତ ହୋଇଛି।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ……

Related posts

ପଣ୍ଡିତ ନୀଳକଣ୍ଠ ଦାସ ଜୟନ୍ତୀ ପାଳିତ

Sunil Chandra Nayak

ଗଜଲକ୍ଷ୍ମୀ ପୂଜାପାଇଁ ଉତ୍ସବ ମୁଖର ଜୁନାଗଡ଼ ସହର

Sunil Chandra Nayak

ରାଇରଙ୍ଗପୁରରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚା କାର୍ଯ୍ଯାଳୟରେ ୭୬ ତମ ସ୍ବାଧିନତା ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!