ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଡାବୁଗାଁ ଥାନା ରେ ନୂତନ ଆଇଆଇସି ଙ୍କ ଯୋଗଦାନ

ଡାବୁଗାଁ, ୨୫/୭ ନବରଙ୍ଗପୁର ଜିଲା ଡାବୁଗାଁ ଥାନା ରେ ନୂତନ ଆଇଆଇସି ପ୍ରମୋଦ କୁମାର ନାୟକ ସୋମବାର ଯୋଗଦାନ କରିଛନ୍ତି । ସେ ପୂର୍ବରୁ ଖାତିଗୁଡା ଥାନାରେ ଆଇଆଇସି ଭାବେ କାର୍ଯ୍ୟ କରୁଥିଲେ । ଆଇନ ଶୃଙ୍ଖଳା ତଥା ପୋଲିସ ଓ ଜନତା ମଧ୍ୟରେ ସୌହାର୍ଦ୍ଧ୍ୟପୂର୍ଣ୍ଣ ସମ୍ପର୍କ ରଖି କାମ କରିବାକୁ ଅଗ୍ରାଧିକାର ଦେବେ ବୋଲି ସେ କହିଛନ୍ତି |

ପ୍ରଜ୍ଞାରଞ୍ଜନ ପରିଡା, ଡାବୁଗାଁ

Related posts

ଏବିଭିପି ଦ୍ଵାରା ନର୍ଲାରେ ଋତୁମତି ଅଭିଯାନ ଅନୁଷ୍ଠିତ 

Sunil Chandra Nayak

ବୃକ୍ଷରୋପଣ କାର୍ଯ୍ୟକ୍ରମ ….

Sunil Chandra Nayak

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!