ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଦିବ୍ୟାଙ୍ଗ ମାନଙ୍କୁ ଟ୍ରାଇସାଇକେଲ ବଣ୍ଟନ

ଡ଼ାବୁଗାଁ, ୨୭/୭ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ଦିବ୍ୟାଙ୍ଗ ମାନଙ୍କୁ ଟ୍ରାଇସାଇକେଲ ବଣ୍ଟନ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ୬ ଟି ଟ୍ରାଇସାଇକେଲ ଓ ୩ ଟି ହୁଇଲ ଚେୟାର ବଣ୍ଟନ କରାଯାଇଥିଲା | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଡାବୁଗାଁ ବ୍ଲକ ଅଧକ୍ଷା ବୀଣା ମାଝି, ଉପାଧକ୍ଷ ସଦାନନ୍ଦ ନାୟକ, ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ମିଶ୍ର, ଡାବୁଗାଁ ଡଙ୍ଗରିଗୁଡା ସରପଞ୍ଚ ରାମ କୁମାର ଗଣ୍ଡ, ଜୁନାପାଣି ସରପଞ୍ଚ ଦୟା ମାଝି, ଟି. ଜୁଗୁନ୍ ବାବୁ, ଜି. ମୁରଲି ରାଓ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ଅତନୁ ଦେଉରୀ ପରିଚାଳନା କରିଥିଲେ |

ପ୍ରଜ୍ଞାରଞ୍ଜନ ପରିଡା, ଡାବୁଗାଁ ଙ୍କ ରିପୋର୍ଟ 

Related posts

ପୂଜା ବାଦି ଙ୍କ କବିତା କଳ୍ପନା

Sunil Chandra Nayak

ଶ୍ଯାମା ପ୍ରସାଦ୍ ବୋଷ୍ ଙ୍କ କବିତା ଗଛ ଲଗାଇବା କାହା ପାଇଁ

କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଙ୍କ ଦୁଇ ଦିନିଆ କଳାହାଣ୍ଡି ଗସ୍ତ

Sunil Chandra Nayak

Leave a Comment

error: Content is protected !!