ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଜୁଳି ଚଡକରେ ମହିଳା ଚାଷୀ ମୃତ

ମୟୂରଭଞ୍ଜ – ୨୯/୭/୨୨ (ମସିହା)ମୟୂରଭଂଜ ଜିଲ୍ଲାର ବିଶୋଇ ଥାନା ଅନ୍ତର୍ଗତ ଲୁହାକାନୀ ପଞ୍ଚାୟତର କରଞ୍ଜେଇ ଗ୍ରାମରେ ମହିଳା ଚାଷୀ ମାଇନୋ ହେମ୍ବ୍ରମ (୫୮) ଶୁକ୍ରବାର ବିଲରେ ଅପରାହ୍ନ ୧.୩୦ ଟା ପାଖାପାଖି ସମୟରେ ବିଲରେ ଚାଷ କରୁଥିବା ସମୟରେ ବଜ୍ରପାତରେ ଟଳି ପଡ଼ିଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ ବିଜାତଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ଅଣାଯାଇଥିଲା । ଡାକ୍ତର ମୃତ ଘୋଷଣା କରିଥିଲେ ।ବିଶୋଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ହସ୍ପିଟାଲକୁ ପଠାଇବା ବ୍ୟବସ୍ଥା କରିଛି । ଶନିବାର ଦିନ ଭାଇନା ହେବ ।

ମୟୂରଭଞ୍ଜ ରୁ ଅକ୍ଷୟ କୁମାର ବିଶ୍ଵାଳଙ୍କ ରିପୋର୍ଟ

Related posts

ଭାରତୀୟ ସଂସ୍କୃତ ସାହିତ୍ୟ ଶୀର୍ଷକରେ ଆଲୋଚନା ଚକ୍ର

Sunil Chandra Nayak

ଉପଭୋକ୍ତା ଙ୍କୁ ଆଶ୍ୱସ୍ତି.. ଆଜି ଠାରୁ ହ୍ରାସ ପାଇଲା ବ୍ୟାବସାୟିକ ‘ଏଲ୍‌ପିଜି’ ସିଲିଣ୍ଡର୍‌ ଦର

ମାଳତୀ କୁ ସହାୟତାର ହାତ ବଢ଼ାଇଲା ଆଦିବାସୀ ସଂଘ

Sunil Chandra Nayak

Leave a Comment

error: Content is protected !!