ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଇନ୍ଦ୍ରାବତୀ ସରସ୍ୱତୀ ବିଦ୍ୟା ମନ୍ଦିର ରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ତେନ୍ତୁଳିଖୁଣ୍ଟି 30/07/22 ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୋଟ 89 ପ୍ରକଳ୍ପ ଆସିଥିଲା।ମୁଖ୍ୟ ଅତିଥି ଭାବେ ଇନ୍ଦ୍ରାବତୀ ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ଶୁଭେନ୍ଦୁ ନାୟକ ଯୋଗ ଦେଇଥିଲେ। ବିଦ୍ୟାଳୟ ପରି ଚା ଳ ନା କମିଟି ସଭାପତି ସୁରେନ୍ଦ୍ର ନାଥ ରାଉତ କୋଷାଧ୍ୟକ୍ଷ ମନୋଜ ମହାପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନ ଆଚାର୍ଯ୍ୟ ଜିତେନ୍ଦ୍ରିୟ ମହନ୍ତ ଙ୍କ ପ୍ରତ୍ୟକ୍ଷ ତତ୍ୱବାଧାନରେ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ର ଗୁରୁମାତେଜଲ ମହାନ୍ତି ଜ୍ଞାନ ବିଜ୍ଞାନ ମେଳା କୁ ପରି ଚାଳନା କରିଥିଲେ।। ଅନ୍ୟ ଗୁରୁଜୀ ଓ ଗୁରୁମା ତଥା ବିଦ୍ୟାଳୟ ପରିଚାଳନା କମିଟି ର କର୍ମକର୍ତା ସହଯୋଗ କରିଥିଲେ।

ଗୋବର୍ଦ୍ଧନ ସାହୁ ତେନ୍ତୁଳିଖୁଣ୍ଟି

Related posts

ଶତାଧିକ ଜବ୍‌କାର୍ଡ ରଦ୍ଦ , ବିଡିଓଙ୍କ ଦ୍ୱାରସ୍ତ ହେଲେ ହିତାଧିକାରୀ

Sunil Chandra Nayak

କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷ ହେଲେ ଚନ୍ଦନ ସେନାପତି, ୧୫-୧୧ ଭୋଟରେ ଶ୍ରୀମତି ରାଜଲକ୍ଷ୍ମୀ ପଟ୍ଟନାୟକଙ୍କୁ ପରାସ୍ତ କଲେ

Sunil Chandra Nayak

ଗୁରିଆ ନଦୀରେ ମାଛ ଧରୁ ଧରୁ ସ୍ରୋତରେ ଭାସି ବୃଦ୍ଧ ମୃତ

Leave a Comment

error: Content is protected !!