ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ପାଳିତ

 

ମ ରାମପୁର  -କଳାହାଣ୍ଡି ଜିଲ୍ଲା ଏମ୍ ରାମପୁର ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ବିଜୁ ଜନତା ଦଳ ର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ନରଲା ବିଧାୟକ ଭୂପିନ୍ଦର ସିଂ ଓ ରାଜ୍ୟ ସଭା ସାଂସଦ ସୁଜିତ କୁମାର ଯୋଗ ଦେଇଥିଲେ। ଏହି ଅବସରରେ ଯୋଗ ଦେଇ ମାନ୍ୟବର ବିଧାୟକ ଓ ସାଂସଦ ନବୀନ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ ଓ ବିଭିନ୍ନ ଯୋଜନା ର ସଫଳ ରୂପାୟନ ଉପରେ ଆଲୋକପାତ କରିଥିଲେ। ତା ସହିତ ଗତ ୨୪ବର୍ଷ ମଧ୍ୟରେ ରାଜ୍ୟରେ ହୋଇଥବା ବିକାଶ ମୂଳକ କାର୍ଯ୍ୟକ୍ରମ କୁ ଉପସ୍ଥିତ ସମସ୍ତ ଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମ ରେ ବିଜୁ ଛାତ୍ର ଜନତା ଦଳ, ବିଜୁ ଯୁବ ଜନତା ଦଳ ଓ ବିଜୁ ଜନତା ଦଳର ବରିଷ୍ଠ ନେତା, କର୍ମକର୍ତ୍ତା ଯୋଗ ଦେଇଥିଲେ।( ମ ରାମପୁର ରୁ ଧିରେନ୍ ପଟ୍ଟନାୟକ ଙ୍କ ରିପୋର୍ଟ )

Related posts

ଯୁବ ସରପଞ୍ଚଙ୍କ ଦାୟିତ୍ୱ ଗ୍ରହଣ କାର୍ଯ୍ୟକ୍ରମ

Sunil Chandra Nayak

ତୁଳାପଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆରମ୍ଭ 

ମୋହନଗିରୀ ଅଞ୍ଚଳର ସରବେଡା ଗ୍ରାମରେ ବହୁ ଆଡମ୍ବରରେ ଗଣେଶ ପୂଜା ଆୟୋଜିତ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort