ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଧର୍ମଗଡ ବ୍ଲକ ପ୍ରଥମିକ ଶିକ୍ଷକ ସଂଘ : ନବ ନିର୍ବାଚିତ ସଦସ୍ୟ ଙ୍କ ଶପଥ ପାଠ ଉତ୍ସବ

ଧର୍ମଗଡ:୦୭/୦୮/୨୨: ଧର୍ମଗଡ ବ୍ଲକ ପ୍ରଥମିକ ଶିକ୍ଷକ ସଂଘ ର ନବ ନିର୍ବାଚିତ ସଦସ୍ୟ ଙ୍କ ଶପଥ ପାଠ ଉତ୍ସବ ଆଜି ବଗାଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ରେ ଆୟୋଜିତ ହୋଇ ଯାଇଛି । ଜିଲ୍ଲା ସଭାପତି ସୁରେନ୍ଦ୍ର ମୋହନ ଯୋଷୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବେ ଏବିଇଓ ଅରୁପାନନ୍ଦ ଭୋଇ , ସମ୍ମାନୀତ ଅତିଥି ଭାବେ ଜିଲ୍ଲା ସମ୍ପାଦକ ଧିରେନ ମୋହନ ପଟ୍ଟନାୟକ, ଉପସଭାପତି ବିରେନ୍ଦ୍ର ବାଗ, ଉପଦେଷ୍ଟା ଅଚ୍ୟୁତାନନ୍ଦ ନାଏକ, ବିନୋଦ ବିହାରୀ ମଣ୍ଡଳ, ଶାନ୍ତନୁ କୁମାର ମାଝୀ ପ୍ରମୁଖ ଯୋଗ ଦେଇଥିଲେ । ନବ ନିର୍ବାଚିତ ବ୍ଲକ ସଭାପତି କ୍ଷେତ୍ର ମୋହନ ମାଝୀ, ସମ୍ପାଦକ ଆଶିଷ କୁମାର ପ୍ରଧାନୀ, ଉପସଭାପତି ଲଲିତ ନାଏକ ଙ୍କ ସମେତ ଅନ୍ୟ କାର୍ଯ୍ୟ କର୍ତ୍ତା ଙ୍କୁ ଜିଲ୍ଲା ସଭାପତି ଶପଥ ପାଠ କରାଇଥିଲେ । ବିଶ୍ଵଜିତ ଵେହେରା ସ୍ବାଗତ ଭାଷଣ, ପଦ୍ମଲୋଚନ ନାଏକ ଉଦେଶ୍ୟ ଜ୍ଞାପନ କରିଥିବା ବେଳେ ବେଣୁଧର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ ।

ଧର୍ମଗଡ଼ ରୁ ବୈଦ୍ୟ ନାଥ ବେହେରା ଙ୍କ ରିପୋର୍ଟ 

Related posts

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

ନାୟକ ଅକ୍ଷୟ ରାଜହସ୍ତୀ ଙ୍କ କବିତା ଶବ୍ଦ ଶ୍ରଦ୍ଧାଞ୍ଜଳି

Sunil Chandra Nayak

ନର୍ମଦା ନାୟକ ଙ୍କ କବିତା ମିଛ ମାୟା ସଂସାର

Sunil Chandra Nayak

Leave a Comment

error: Content is protected !!